Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନଦୀ ପଠାରୁ ଅଧପୋତା ମହିଳାଙ୍କ ମୃତଦେହ ଉଦ୍ଧାର
ଆଜିର ଖବର

ନଦୀ ପଠାରୁ ଅଧପୋତା ମହିଳାଙ୍କ ମୃତଦେହ ଉଦ୍ଧାର

May 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ : ହତ୍ୟା ପରେ ମହିଳାଙ୍କୁ ପୋତିଦେଲେ । ଏପରି ଏକ ଘଟଣା ସାମନାକୁ ଆସିଛି। କାଠଯୋଡି ନଦୀ ପଠାରୁ ଅଧପୋତା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ହତ୍ୟା ପରେ କେହି ତାଙ୍କୁ ପୋତି ଦେଇଥିବାର ସନ୍ଦେହ ହୋଇଛି । ମହିଳାଙ୍କ ପରିଚୟ ଅସ୍ପଷ୍ଟ ଥିବାବେଳେ କେଉଁ ପରିସ୍ଥିତିରେ ମହିଳାଙ୍କ ହତ୍ୟା ହେଲା ସେ ସମ୍ପର୍କରେ ସୂଚନା ମିଳିପାରିନାହିଁ । ଘଟଣାସ୍ଥଳରେ ବାରଙ୍ଗ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

#Suspense crime kathajodinadi murdered ଅଧପୋତା ମୃତଦେହ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରହ୍ମପୁରରେ ପୁଣି ଏନକାଉଣ୍ଟର

May 21, 2026

ଆଜି କେନ୍ଦ୍ର କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ

May 21, 2026

ପଶ୍ଚିମବଙ୍ଗର ଫାଲଟା ବିଧାନସଭା ପୁନଃ ମତଦାନ ଆରମ୍ଭ

May 21, 2026

ପେଟ୍ରୋଲ ଏବଂ ଡିଜେଲ ଦର ଆହୁରି ମହଙ୍ଗା ହେବ! ଚେତାବନୀ ଦେଲା ଜାତିସଂଘ

May 21, 2026
Latest News

ନଦୀ ପଠାରୁ ଅଧପୋତା ମହିଳାଙ୍କ ମୃତଦେହ ଉଦ୍ଧାର

May 21, 2026

ବ୍ରହ୍ମପୁରରେ ପୁଣି ଏନକାଉଣ୍ଟର

May 21, 2026

ଆଜି କେନ୍ଦ୍ର କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ

May 21, 2026

ପଶ୍ଚିମବଙ୍ଗର ଫାଲଟା ବିଧାନସଭା ପୁନଃ ମତଦାନ ଆରମ୍ଭ

May 21, 2026

ପେଟ୍ରୋଲ ଏବଂ ଡିଜେଲ ଦର ଆହୁରି ମହଙ୍ଗା ହେବ! ଚେତାବନୀ ଦେଲା ଜାତିସଂଘ

May 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.