Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁବକଙ୍କୁ ଭୁଜାଲି ମାଡ : ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
ଆଜିର ଖବର

ଯୁବକଙ୍କୁ ଭୁଜାଲି ମାଡ : ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

May 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲେଶ୍ଵର : ଗତକାଲି ରାତିରେ ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଜୁଣବଳଦା ନିକଟରେ ଯୁବକଙ୍କୁ ଭୁଜାଲିରେ ଆକ୍ରମଣ କରଥିଲେ ଦୁଇଜଣ ଯୁବକ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଭୁଜାଲିରେ ଆକ୍ରମଣ ହୋଇଥିବାର ଅହିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରି ବାଲେଶ୍ବର ହସପିଟାଲରେ ଭର୍ତ୍ତି କରିଥିଲେ ସ୍ଥାନୀୟ ଲୋକେ। ଆସି ମାତ୍ର ଆଜି ଚିକିତ୍ସାଧୀନ ଆବସ୍ଥାରେ ଯୁବକର ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ଜୁଣବଳଦା ଗ୍ରାମର ସଞ୍ଜିତ ମଲ୍ଲିକ। ଏହି ଘଟଣାରେ ବସ୍ତା ପୋଲିସ ୩ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଯୁବକଙ୍କ ପେଟ ଏବଂ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘତ ଲାଗିଥିଲା। ଆକ୍ରମଣ କରିଥିବା ଦୁଇଜଣଙ୍କ ମଧ୍ୟରୁ ଜଣକୁ କାବୁ କରି ପୋଲିସର ଜିମା ଦେଇଛନ୍ତି ସ୍ଥାନୀୟ ଲୋକେ। ଅଭିଯୁକ୍ତଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

ପୂର୍ବ ଶତ୍ରୁତା ଭୁଜାଲି ମାଡ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ କୃଷି ରପ୍ତାନି ପାଇଁ ଅପାର ସମ୍ଭାବନା ରହିଛି: କେନ୍ଦ୍ର ବାଣିଜ୍ୟ ବିଭାଗ ଅତିରିକ୍ତ ସଚିବ

June 10, 2026

କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ପାରିତ ହେଲା ଏକ ସଂକଳ୍ପ

June 10, 2026

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026
Latest News

ଓଡ଼ିଶାରେ କୃଷି ରପ୍ତାନି ପାଇଁ ଅପାର ସମ୍ଭାବନା ରହିଛି: କେନ୍ଦ୍ର ବାଣିଜ୍ୟ ବିଭାଗ ଅତିରିକ୍ତ ସଚିବ

June 10, 2026

କେବେ ମମତାଙ୍କୁ ସୟାନୀ ଘୋଷ କହୁଥିଲେ ପ୍ରାଧାନମନ୍ତ୍ରୀ ପ୍ରାର୍ଥୀ, ଏବେ ନେଲେ ୟୁ-ଟର୍ଣ୍ଣ

June 10, 2026

୭୮ ଦିନ ପାଇଁ ଅପରିବର୍ତ୍ତିତ ରହିବ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ: ଜାଣନ୍ତୁ ସରକାରଙ୍କ ଯୋଜନା

June 10, 2026

କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ପାରିତ ହେଲା ଏକ ସଂକଳ୍ପ

June 10, 2026

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.