Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚ କାଟ ନେଇ ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚ କାଟ ନେଇ ନିର୍ଦ୍ଦେଶ ଜାରି କଲେ ମୁଖ୍ୟମନ୍ତ୍ରୀ

May 21, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚ କାଟ ନେଇ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଏନେଇ ପ୍ରଶାସନକୁ 8 ସୂତ୍ରୀ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ । ଯେପରିକି ବୈଠକ, ସମୀକ୍ଷା ପ୍ରଶିକ୍ଷଣ, କାର୍ମଶାଳା ଆଦି ଭର୍ଟୁଆଲ ମୋଡରେ ହେବ ଏବଂ ନୂଆ ଚାରିଚକିଆ ଓ ଦୁଇ ଚକିଆ ଯାନ ଇଭି କିଣିବା ବାଧ୍ୟତାମୂଳକ । ସରକାରୀ ଯାନ ପାଇଥିବା ବରିଷ୍ଠ ଅଫିସର ମାନେ କାରପୁଲିଙ୍ଗ କରିବା ବାଧ୍ୟତାମୂଳକ । ସରକାରୀ ଗାଡି ବ୍ୟବହାର ପାଇଁ ଅର୍ଥ ବିଭାଗ ମାର୍ଗଦର୍ଶିକା ଜାରି କରିବା । କର୍ମଚାରୀମାନେ ଦୂର ସ୍ଥାନକୁ ବସ କିମ୍ବା ରେଳରେ ଯାତ୍ରା କରିବେ । ସରକାରୀ ବିଭାଗଗୁଡିକରେ ବ୍ୟବହାର କମାଇବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି ।

cmodisha ପେଟ୍ରୋଲ ଡିଜେଲ
Share. Facebook Twitter LinkedIn Email WhatsApp Copy Link

Related Posts

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.