Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲିସ SI ସ୍କାମ : ୧୭ ଜଣଙ୍କ ଜାମିନ ଖାରଜ
ଆଜିର ଖବର

ପୋଲିସ SI ସ୍କାମ : ୧୭ ଜଣଙ୍କ ଜାମିନ ଖାରଜ

May 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର : ପୋଲିସ SI ସ୍କାମ ଘଟଣାରେ ମୁଖ୍ୟ ଅଭିଯୁକ୍ତ ମୁନା ମହାନ୍ତିଙ୍କ ଜାମିନ ଖାରଜ । ମୁନାଙ୍କ ସମେତ ୧୭ ଜଣଙ୍କ ଜାମିନ ଆବେଦନ ଖାରଜ କଲେ  ହାଇକୋର୍ଟ । ତଦନ୍ତର ତଥ୍ୟ ଓ ଅପରାଧର ଗୁରୁତ୍ଵ ଦୃଷ୍ଟିରୁ ହାଇକୋର୍ଟରେ ଜାମିନ ଖାରଜ । ଅସ୍ତ୍ରୋପଚାର ପାଇଁ ମୁନା ମହାନ୍ତିଙ୍କ ଅନ୍ତରୀଣ ଜାମିନ ଅବଧି ବୃଦ୍ଧି ଖାରଜ । ୩ ସପ୍ତାହ ମଧ୍ୟରେ ମୁନା ମହାନ୍ତି ସରେଣ୍ଡର କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ।

highcourt police SI Scam
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗଳାରେ ବନ୍ଦ ହେବ ୨୫୨ଟି ମଦ୍ରାସା: କଡ଼ା ଆପତ୍ତି ଜଣାଇଲେ ମୌଲାନା ସାଜିଦ ରଶିଦି

September 14, 2026

ପୁଣି ଷ୍ଟାଡିୟମରେ ଅପମାନିତ ହେଲେ ମୋହସିନ୍ ନକଭି: ଟ୍ରଫି ପାଇଁ ମନା କଲା ଭାରତୀୟ ଦଳ

September 14, 2026

ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

September 14, 2026

ରେଳ ଧାରଣାରୁ ବୃଦ୍ଧଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

September 14, 2026
Latest News

ବଙ୍ଗଳାରେ ବନ୍ଦ ହେବ ୨୫୨ଟି ମଦ୍ରାସା: କଡ଼ା ଆପତ୍ତି ଜଣାଇଲେ ମୌଲାନା ସାଜିଦ ରଶିଦି

September 14, 2026

ଆସନ୍ତୁ ଜାଣିବା ପୂଜାବ୍ରତରେ କାହିଁକି ପିଆଜ ରସୁଣ ଖାଇବାକୁ ମନା

September 14, 2026

ପୁଣି ଷ୍ଟାଡିୟମରେ ଅପମାନିତ ହେଲେ ମୋହସିନ୍ ନକଭି: ଟ୍ରଫି ପାଇଁ ମନା କଲା ଭାରତୀୟ ଦଳ

September 14, 2026

ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

September 14, 2026

ରେଳ ଧାରଣାରୁ ବୃଦ୍ଧଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.