Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋମବାରରୁ ବିଡବ୍ଲ୍ୟୁଏଫ୍‌ ବ୍ୟାଡମିଣ୍ଟନ ଚାମ୍ପିୟନ୍‌ସିପ୍‌ : ସ୍ବର୍ଣ୍ଣ ଆଶାରେ ସିନ୍ଧୁ
ଆଜିର ଖବର

ସୋମବାରରୁ ବିଡବ୍ଲ୍ୟୁଏଫ୍‌ ବ୍ୟାଡମିଣ୍ଟନ ଚାମ୍ପିୟନ୍‌ସିପ୍‌ : ସ୍ବର୍ଣ୍ଣ ଆଶାରେ ସିନ୍ଧୁ

August 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଡବ୍ଲ୍ୟୁଏଫ୍‌ ବ୍ୟାଡମିଣ୍ଟନ ଚାମ୍ପିୟନ୍‌ସିପ୍‌ । ଭାରତ ପକ୍ଷରୁ ସାଇନା ନେହ୍ବାଲ ଏବଂ ପିଭି ସିନ୍ଧୁ ଷ୍ଟାର ସଟ୍‌ଲର ଭାବରେ ଭାରତର ପ୍ରତିନିଧିତ୍ବ କରିବାକୁ ଯାଉଥିବା ବେଳେ ଭାରତ ସିନ୍ଧୁଙ୍କ ନିକଟରୁ ପଦକ ଆଶା ରଖିଛି । ବିଶ୍ବ ଚାମ୍ପିୟନ୍‌ସିପ୍‌ରେ ଭାରତ ପକ୍ଷରୁ ପିଭି ସିନ୍ଧୁ ସର୍ବଦା ଭଲ ପ୍ରଦର୍ଶନ କରି ଆସିଛନ୍ତି । ଏହି ଟୁର୍ଣ୍ଣାମେଣ୍ଟରୁ ସିନ୍ଧୁ ଦୁଇଟି ରୌପ୍ୟ ଏବଂ ଗୋଟିଏ ବ୍ରୋଞ୍ଜ ପଦକ ହାସଲ କରିଥିବା ବେଳେ ଏହି ସଂସ୍କରଣରୁ ସ୍ବର୍ଣ୍ଣ ଆଶା ରଖିଛନ୍ତି ପ୍ରଶଂସକ । ସିନ୍ଧୁଙ୍କ ବ୍ୟତିତ ସାଇନା ଏହି ଟୁର୍ଣ୍ଣାମେଣ୍ଟରେ ଅଷ୍ଟମ ସିଡ୍‌ର ମାନ୍ୟତା ପାଇଛନ୍ତି । ସିନ୍ଧୁ ଏବଂ ସାଇନା ପ୍ରଥମ ରାଉଣ୍ଡ ବାଇ ପାଇଛନ୍ତି । ଏହି ଦୁଇ ଜଣଙ୍କ ବ୍ୟତିତ ପୁରୁଷ ବିଭାଗରେ କିଦାମ୍ବୀ ଶ୍ରୀକାନ୍ତ, ଏଚ୍‌ ଏସ୍‌ ପ୍ରଣୟ ଏବଂ ବି ସାଇ ପ୍ରଣୀଥ୍‌ ଭାଗ ନେଉଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026
Latest News

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026

ମମତା ବାନାର୍ଜୀ ଆଉ ମୁଖ୍ୟମନ୍ତ୍ରୀ ନୁହଁନ୍ତି: ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.