Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିହାର ସ୍ବାଧୀନ ବିଧାୟକଙ୍କ ଘରୁ ଅସ୍ତ୍ରଶସ୍ତ୍ର ଜବତ ଘଟଣା : ବାସଭବନରୁ ନିଖୋଜ ବିଧାୟକ
ଆଜିର ଖବର

ବିହାର ସ୍ବାଧୀନ ବିଧାୟକଙ୍କ ଘରୁ ଅସ୍ତ୍ରଶସ୍ତ୍ର ଜବତ ଘଟଣା : ବାସଭବନରୁ ନିଖୋଜ ବିଧାୟକ

August 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିହାରର ସ୍ବାଧୀନ ବିଧାୟକ ଅନନ୍ତ ସିଂ ନିଖୋଜ ଅଛନ୍ତି । ନିଜର ପାଟନା ସ୍ଥିତ ବାସଭବନରୁ ବିଧାୟକ ନିଖୋଜ ରହିଥିବା ନେଇ ପୋଲିସ୍‌ ପକ୍ଷରୁ ସୂଚନା ମିଳିଛି । ପୋଲିସ୍‌ ଅନନ୍ତ ସିଂଙ୍କୁ ଗିରଫ କରିବା ପାଇଁ ତାଙ୍କ ବାସଭବନରେ ପହଞ୍ଚିବା ବେଳକୁ ବିଧାୟକ ନିଜ ବାସଭବନରେ ଅନୁପସ୍ଥିତ ଥିଲେ । ଶୁକ୍ରବାର ବାର୍‌ ପୋଲିସ୍‌ ପକ୍ଷରୁ କାନ୍ତେଶ କୁମାର ମିଶ୍ରା ଏବଂ ଲିପି ସିଂଙ୍କ ପକ୍ଷରୁ ଚଢାଉ କରାଯାଇଥିଲା । ଏହି ଚଢାଉରେ ବିଧାୟକଙ୍କ ବାସଭବନରୁ ଗୋଟିଏ ଏକେ 47, 22ଟି କ୍ୟାଟ୍ରିଜ୍‌ ଏବଂ ଦୁଇଟି ବୋମା ଜବତ କରାଯାଇଥିଲା । ବିଧାୟକ ନିଖୋଜ ଥିବା ବେଳେ ତାଙ୍କ ଫୋନ୍‌ ଘଟଣାସ୍ଥଳରୁ ଜବତ କରାଯାଇଛି । ଖୁବ୍‌ ଶୀଘ୍ର ବିଧାୟକଙ୍କୁ ଗିରଫ କରାଯିବ ବୋଲି କମିଶନର ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଉ ଏକ ‘ବିଶ୍ୱ ରେକର୍ଡ’ ସ୍ଥାପନ କଲେ ଜୋ ରୁଟ୍: ଟେଷ୍ଟ କ୍ରିକେଟରେ ରଚିଲେ ଇତିହାସ

September 11, 2026

ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପାଇଁ ଆସୁଛି ନୂଆ ଫୋଲ୍ଡିଂ ରାମ୍ପ ବ୍ୟବସ୍ଥା

September 11, 2026

ଶରୀର ପୁରୁଷର, ହେଲେ ଭିତରେ ଗର୍ଭାଶୟ; ସାମ୍ନାକୁ ଆସିଲା ବିରଳ ମାମଲା

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026
Latest News

ଆଉ ଏକ ‘ବିଶ୍ୱ ରେକର୍ଡ’ ସ୍ଥାପନ କଲେ ଜୋ ରୁଟ୍: ଟେଷ୍ଟ କ୍ରିକେଟରେ ରଚିଲେ ଇତିହାସ

September 11, 2026

ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପାଇଁ ଆସୁଛି ନୂଆ ଫୋଲ୍ଡିଂ ରାମ୍ପ ବ୍ୟବସ୍ଥା

September 11, 2026

ଶରୀର ପୁରୁଷର, ହେଲେ ଭିତରେ ଗର୍ଭାଶୟ; ସାମ୍ନାକୁ ଆସିଲା ବିରଳ ମାମଲା

September 11, 2026

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.