Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତାଳଚେର ବିଧାୟକଙ୍କ ବାସଭବନରେ ଅଗ୍ନିକାଣ୍ଡ
ଆଜିର ଖବର

ତାଳଚେର ବିଧାୟକଙ୍କ ବାସଭବନରେ ଅଗ୍ନିକାଣ୍ଡ

August 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଘରେ ଅଗ୍ନିକାଣ୍ଡ ଘଟିଛି । ଭୁବନେଶ୍ବର ସ୍ଥିତ ବିଧାୟକଙ୍କ ସରକାରୀ ବାସଭବନରେ ରବିବାର ବିଳମ୍ବିତ ରାତିରେ ନିଆଁ ଲାଗିଥିଲା । ଏହି ଅଗ୍ନିକାଣ୍ଡରେ ଦୁଇଟି କାର, ଦୁଇଟି ବାଇକ୍‌ ଏବଂ 2 ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିଲେ ମଧ୍ୟ କେହି ଦୂର୍ବୁର୍ତ୍ତ ନିଆଁ ଲଗାଇଥିବାର ଅନୁମାନ କରାଯାଉଛି । ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିବା ବେଳେ ପୋଲିସ୍‌ ତଦନ୍ତ ଆରମ୍ଭ କରିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026
Latest News

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026

ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.