Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାମଳ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 
ଆଜିର ଖବର

କାମଳ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

May 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କାମଳ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 
କାମଳ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ କାମଳ ବା ଜଣ୍ଡିସ ରୋଗ ସଚେତନା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଅଧିକ ଖରାରେ ପରିଶ୍ରମ, ଅମ୍ଳ, ଲବଣ, ମଦ୍ୟପାନ, ଲଙ୍କା, ଦିବାନିଦ୍ରା, ତୈଳ ଯୁକ୍ତ ଖାଦ୍ୟ, ରାସାୟନିକ ଔଷଧ ଓ ମାଟି ଖାଇଲେ, ଦୂଷିତ ଜଳପାନ, ସଂକ୍ରମିତ ରକ୍ତ ଗ୍ରହଣ ଓ ଭୂତାଣୁ ସଂକ୍ରମଣ ଦ୍ଵାରା କାମଳ ରୋଗ ହୁଏ ବୋଲି ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ କହିଛନ୍ତି।

ଏହିଭଳି ପରିସ୍ଥିତିରେ ହରଡା ଚୂର୍ଣ୍ଣ ସହ ଗୁଡ଼, କଞ୍ଚା ହଳଦୀ, କାକଜଙ୍ଘା ପତ୍ର ରସ, କାକମାଚି ପତ୍ର ରସ, ପୁନର୍ନବା ରସ, ଗୁଳୁଚି ରସ ଯେକୌଣସି ଗୋଟିଏ ଚିକିତ୍ସକଙ୍କ ପରାମର୍ଶରେ ଖାଇଲେ ଭଲ ହୋଇଯାଏ। ଲୌହ ଯୁକ୍ତ ଖାଦ୍ୟ, ଶାଗ ଖାଇଲେ ରୋଗ ଭଲ ହୋଇଯାଏ।

ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ, ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା। ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ। ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ ଡ଼ଃ ନକୁଳ ସାହୁ ଅନୁରୋଧ କରିଛନ୍ତି।

କାମଳ ରୋଗ ଡା.ନକୁଳ ସାହୁ ଭରଦ୍ବାଜ ପ୍ରତିଷ୍ଠାନ ମାଗଣା ସ୍ଵାସ୍ଥ୍ୟ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ଶିବସେନା (ୟୁବିଟି)ରେ ଫାଟ, ଓୱେସିଙ୍କ କଟାକ୍ଷ – ‘ଶିକାରୀ ନୂଆ, ଜାଲ ପୁରୁଣା’

June 18, 2026

ପୂର୍ବ ଶତ୍ରୁତାର କରୁଣ ପରିଣତି: ଭୁଜାଲି ଆକ୍ରମଣରେ ୱାର୍ଡ ସଭ୍ୟ ମୃତ, ଜଣେ ଗୁରୁତର

June 18, 2026

ଆମେରିକା-ଇରାନ ମଧ୍ୟରେ ୧୪-ସୂତ୍ରୀ ଚୁକ୍ତି; ହର୍ମୁଜ୍ ପ୍ରଣାଳୀ ପୁନଃ ଖୋଲିବାକୁ ସମ୍ମତି

June 18, 2026

ଅନୁଗୁଳରେ ଡବଲ ଏନକାଉଣ୍ଟର

June 18, 2026
Latest News

ଶିବସେନା (ୟୁବିଟି)ରେ ଫାଟ, ଓୱେସିଙ୍କ କଟାକ୍ଷ – ‘ଶିକାରୀ ନୂଆ, ଜାଲ ପୁରୁଣା’

June 18, 2026

ପୂର୍ବ ଶତ୍ରୁତାର କରୁଣ ପରିଣତି: ଭୁଜାଲି ଆକ୍ରମଣରେ ୱାର୍ଡ ସଭ୍ୟ ମୃତ, ଜଣେ ଗୁରୁତର

June 18, 2026

ଆମେରିକା-ଇରାନ ମଧ୍ୟରେ ୧୪-ସୂତ୍ରୀ ଚୁକ୍ତି; ହର୍ମୁଜ୍ ପ୍ରଣାଳୀ ପୁନଃ ଖୋଲିବାକୁ ସମ୍ମତି

June 18, 2026

ଅନୁଗୁଳରେ ଡବଲ ଏନକାଉଣ୍ଟର

June 18, 2026

ବ୍ୟାଙ୍କ କାହିଁକି ବଢ଼ାଉଛି କ୍ରେଡିଟ୍ ଲିମିଟ୍, ଗ୍ରହଣ କରିବା ପୂର୍ବରୁ ଜାଣନ୍ତୁ ସମ୍ପୂର୍ଣ୍ଣ ସତ୍ୟ

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.