Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ ପାକ୍‌ ଅଧିକୃତ କାଶ୍ମୀର ଅଧିଗ୍ରହଣ କରିବା ଉଚିତ୍‌ : ଜିତେନ୍ଦ୍ର ସିଂ
ଆଜିର ଖବର

ଭାରତ ପାକ୍‌ ଅଧିକୃତ କାଶ୍ମୀର ଅଧିଗ୍ରହଣ କରିବା ଉଚିତ୍‌ : ଜିତେନ୍ଦ୍ର ସିଂ

August 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତ ପାକ୍‌ ଅଧିକୃତ କାଶ୍ମୀର ଅଧିଗ୍ରହଣ କରିବା ଉଚିତ୍‌ ବୋଲି ମତ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ । ଜମ୍ମୁ କାଶ୍ମୀରରୁ ଧାରା 370 ଉଠିବା ପରେ ଏହି ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଜମ୍ମୁ କାଶ୍ମୀରର ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରବିବାର ଦିନ ଏହି ମନ୍ତବ୍ୟ ଦେଇଛନ୍ତି ଜିତେନ୍ଦ୍ର ସିଂ । ଜମ୍ମୁ କାଶ୍ମୀର ବାସୀ ଧାରା 370 ଉଚ୍ଛେଦକୁ ନେଇ ଗର୍ବ ଅନୁଭବ କରିବା ଉଚିତ୍‌ । ଏହି ଐତିହାସିକ ପଦକ୍ଷେପ ପରେ ପାକିସ୍ତାନ ଭାରତର ଅନ୍ତରୀଣ ମାମଲାକୁ ନେଇ ବିଭିନ୍ନ ଅନ୍ତର୍ଜାତୀୟ ରାଷ୍ଟ୍ରସମୂହଙ୍କ ଦ୍ବାରସ୍ଥ ହେଉଛି । ମାତ୍ର ପିଓକେ ଉପରେ ନିଜର ଅଧିକାର ଜାହିର କରିବା ପାଇଁ ଏହା ପ୍ରକୃଷ୍ଟ ସମୟ । ଭାରତ ପିଓକେ ଅଧିଗ୍ରହଣ କଲେ ଭାରତବାସୀ ସହଜରେ ପିଓକେର ରାଜଧାନୀ ମୁଜାଫରାବାଦ ପହଞ୍ଚି ପାରିବେ ବୋଲି ଜିତେନ୍ଦ୍ର ସିଂ କହିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଗତକାଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ପିଓକେକୁ ନେଇ ସମାନ ମତ ପ୍ରଦାନ କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ସଚିବମାନଙ୍କ ତୃତୀୟ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

August 21, 2026

କ୍ରମାଗତ ପଞ୍ଚମ ଦିନ ପାଇଁ ଖୋଲା ଆକାଶତଳେ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ

August 21, 2026

ରାଶିଫଳ: ଅଗଷ୍ଟ ୨୧ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶି ଉପରେ ଲାଗିରହିବ ସମସ୍ୟା

August 21, 2026

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026
Latest News

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ସଚିବମାନଙ୍କ ତୃତୀୟ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ

August 21, 2026

କ୍ରମାଗତ ପଞ୍ଚମ ଦିନ ପାଇଁ ଖୋଲା ଆକାଶତଳେ ଶିକ୍ଷକ, ଅଧ୍ୟାପକ ଓ ଶିକ୍ଷାକର୍ମଚାରୀ

August 21, 2026

ଦକ୍ଷିଣ କ୍ଷେତ୍ରୀୟ ପରିଷଦର ୩୧ତମ ବୈଠକରେ ଅଧ୍ୟକ୍ଷତା କଲେ ଅମିତ ଶାହ

August 21, 2026

ରାଶିଫଳ: ଅଗଷ୍ଟ ୨୧ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶି ଉପରେ ଲାଗିରହିବ ସମସ୍ୟା

August 21, 2026

କୋଟି କୋଟି ଟଙ୍କାର ଲଘୁଖଣି ଦୁର୍ନୀତି: ଇଡି ଜାଲରେ ରତିକାନ୍ତ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.