Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତର ଭାରତରେ ବର୍ଷାର ତାଣ୍ଡବ: 28 ମୃତ , 22 ନିଖୋଜ
ଆଜିର ଖବର

ଉତ୍ତର ଭାରତରେ ବର୍ଷାର ତାଣ୍ଡବ: 28 ମୃତ , 22 ନିଖୋଜ

August 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଭିନ୍ନ ଉତ୍ତର ଭାରତୀୟ ସହରରେ ବର୍ଷା ଫଳରେ 28 ଜଣଙ୍କ ମୃତ୍ୟୁ ଘଟିଛି । ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ ଏବଂ ପଞ୍ଜାବରେ ରବିବାର ଭୟଙ୍କର ବର୍ଷା ଫଳରେ ଅନ୍ୟ 22 ଜଣ ନିଖୋଜ ଅଛନ୍ତି । ରବିବାର ଭୟଙ୍କର ବର୍ଷା ଫଳରେ ଦିଲ୍ଳୀ, ହରିୟାଣା, ପଞ୍ଜାବ ଏବଂ ଉତ୍ତର ପ୍ରଦେଶରେ ବନ୍ୟା ସତର୍କ ସୂଚନା ଜାରି କରାଯାଇଛି । ହାଥିନୀ କୁଣ୍ଡ ବ୍ୟାରେଜ୍‌ରୁ 8.14 ଲକ୍ଷ କ୍ୟୁସେକ୍‌ ଜଳ ନିଷ୍କାସିତ ହୋଇଥିବାରୁ ହରିୟାଣା ସରକାର ଭାରତୀୟ ସେନାକୁ ପରସ୍ଥିତି ନିୟନ୍ତ୍ରଣ ପାଇଁ ସେନାକୁ ଆମନ୍ତ୍ରଣ ଦେଇଛି । ଦିଲ୍ଲୀ ଏବଂ ହରିୟାଣାରେ ଯମୁନା ନଦୀ ବିପଦ ସଙ୍କେତ ପାର କରିଥିବାରୁ ଉଭୟ ରାଜ୍ୟରେ ବନ୍ୟା ସତର୍କ ସୂଚନା ଜାରି କରାଯାଇଛି । ଉତ୍ତରାଖଣ୍ଡରେ 3 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ 22 ଜଣ ନିଖୋଜ ହୋଇଛନ୍ତି । ସେହିପରି ସିମ୍‌ଳାରେ 9 ଜଣ, ସୋଲାନ୍‌ରେ 5 ଜଣ, କୁଲ୍ଲୁ ଏବଂଶ୍ରୀମାଉର୍‌ରେ ଦୁଇ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ସିବିସି ଭୁବନେଶ୍ୱର ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

May 31, 2026

ଆସନ୍ତାକାଲି ଖୋଲିବ CBSEର ପୁନଃମୂଲ୍ୟାୟନ ପୋର୍ଟାଲ: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

May 31, 2026

ଟିମ୍ ଇଣ୍ଡିଆରେ ଯୋଗଦେଲେ ରୁତୁରାଜ ଗାୟକ୍ଵାଡ଼: ଏହି ଖେଳାଳିଙ୍କ ସ୍ଥାନରେ ମିଳିଲା ସୁଯୋଗ

May 31, 2026

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ସାଂସଦ?

May 31, 2026
Latest News

ସିବିସି ଭୁବନେଶ୍ୱର ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

May 31, 2026

ଆସନ୍ତାକାଲି ଖୋଲିବ CBSEର ପୁନଃମୂଲ୍ୟାୟନ ପୋର୍ଟାଲ: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

May 31, 2026

ଟିମ୍ ଇଣ୍ଡିଆରେ ଯୋଗଦେଲେ ରୁତୁରାଜ ଗାୟକ୍ଵାଡ଼: ଏହି ଖେଳାଳିଙ୍କ ସ୍ଥାନରେ ମିଳିଲା ସୁଯୋଗ

May 31, 2026

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ସାଂସଦ?

May 31, 2026

ବିଜେପିରେ ସାମିଲ ହେଲେ ବିଜେଡି ନେତା ରୁଦ୍ର ସାମନ୍ତରାୟ ଏବଂ ମିଲନ ପାଇକରାୟ

May 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.