Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉଗାଣ୍ଡା ଗ୍ୟାସ୍‌ ଟ୍ୟାଙ୍କରରେ ବିସ୍ଫୋରଣ : 20 ମୃତ
ଆଜିର ଖବର

ଉଗାଣ୍ଡା ଗ୍ୟାସ୍‌ ଟ୍ୟାଙ୍କରରେ ବିସ୍ଫୋରଣ : 20 ମୃତ

August 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉଗାଣ୍ଡାରେ ଏକ ଗ୍ୟାସ୍‌ ଟ୍ୟାଙ୍କରରେ ବିସ୍ଫୋରଣ ଘଟିଛି । ପଶ୍ଚିମ ଉଗାଣ୍ଡାରେ ସୋମବାର ଦିନ ଏହି ବିସ୍ଫୋରଣ ଘଟି 20 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ 12 ଜଣ ଆହତ ହୋଇଛନ୍ତି । ପଶ୍ଚିମ ଉଗାଣ୍ଡାର ରୁବୁରିଜି ଜିଲ୍ଲାରେ ଏହି ବିସ୍ଫୋରଣ ଘଟିଥିଲା । ଏହି ତୈଳ ଟ୍ୟାଙ୍କରଟି କେନିଆରୁ କଙ୍ଗୋ ଅଭିମୁଖେ ଯାତ୍ରା କରୁଥିଲା । ଗାଡିର ଡ୍ରାଇଭର ନିୟନ୍ତ୍ରଣ ହରାଇ ଅନ୍ୟ ଏକ ବସ୍‌ ସହିତ ଟ୍ୟାଙ୍କକୁ ଧକ୍କା ଦେଇଥିଲେ । ଫଳରେ ଅଗ୍ନିକାଣ୍ଡ ଘଟିବା ସହିତ ବିସ୍ଫୋରଣରେ 20 ଜଣଙ୍କ ପ୍ରାଣହାନି ଘଟିଥିଲା । ଦୁଇଟି ଗାଡି ଏହି ବିସ୍ଫୋରଣରେ ସମ୍ପୂର୍ଣ୍ଣ ଜଳି ଯାଇଥିଲା । ଆହତ ମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026
Latest News

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026

୧୭-୧୮ ଏପ୍ରିଲରେ ଦେଶବ୍ୟାପୀ ‘ନାରୀ ଶକ୍ତି ବନ୍ଦନ ଦୌଡ଼’ ଆୟୋଜନ

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.