Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମା – ପୁଅଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ
ଆଜିର ଖବର

ମା – ପୁଅଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ

May 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଟ୍ଟାମୁଣ୍ଡାଇ : ପାଇଖାନା ଭିତରେ ମା ପୁଅଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ ହୋଇଛି । ତାଳଚୁଆ ସାମୁଦ୍ରିକ ଥାନା ଅଧିକାରୀ ଓ ହାବିଲଦାର ମାଡ ମରିଥିବା ଅଭିଯୋଗ । ମାକୁ ଅର୍ଦ୍ଧଲଗ୍ନ କରି ସର୍ବସମ୍ମୁଖରେ ମାଡ ମରିଥିବାର ଅଭିଯୋଗ ହୋଇଥିବାବେଳେ ପୁଅର ତଣ୍ଟି ଚିପି ଜୀବନରୁ ମାରିଦେବାର ଉଦ୍ୟମ ହୋଇଥିବାର ଅଭିଯୋଗ ହୋଇଛି, ଏନେଇ ପଟ୍ଟାମୁଣ୍ଡାଇ SDPOଙ୍କ ନିକଟରେ IIC ଓ ହାବିଲଦାରଙ୍କ ନାଁରେ ଅଭିଯୋଗ ହୋଇଛି । ତେବେ ଅଭିଯୋଗ ନେଇ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

iic ଥାର୍ଡ ଡିଗ୍ରୀ ଅଭିଯୋଗ ହବିଲଦାର
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଏଲଏସ୍ ପକ୍ଷରୁ ପୁରୀ ବେଳାଭୂମିରେ ସଫେଇ କାର୍ଯ୍ୟକ୍ରମ

September 15, 2026

ଶାରଦୀୟ ଦୁର୍ଗାପୂଜା ପାଇଁ କଟକ ଚଳଚଞ୍ଚଳ: ଆରମ୍ଭ ହେଲା ଚାନ୍ଦି ମେଢ ସଫେଇ

September 15, 2026

ରେଭେନ୍ସା ଦ୍ୱିତୀୟ କ୍ୟାମ୍ପସରେ ଭିତ୍ତିଭୂମି ଅଭାବ: ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

September 15, 2026

ବାଇକ୍-ଟ୍ରଲି ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

September 15, 2026
Latest News

ଆଇଏଲଏସ୍ ପକ୍ଷରୁ ପୁରୀ ବେଳାଭୂମିରେ ସଫେଇ କାର୍ଯ୍ୟକ୍ରମ

September 15, 2026

ଶାରଦୀୟ ଦୁର୍ଗାପୂଜା ପାଇଁ କଟକ ଚଳଚଞ୍ଚଳ: ଆରମ୍ଭ ହେଲା ଚାନ୍ଦି ମେଢ ସଫେଇ

September 15, 2026

ରେଭେନ୍ସା ଦ୍ୱିତୀୟ କ୍ୟାମ୍ପସରେ ଭିତ୍ତିଭୂମି ଅଭାବ: ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଧାରଣା

September 15, 2026

ବାଇକ୍-ଟ୍ରଲି ଅଟୋ ମୁହାଁମୁହିଁ ଧକ୍କା: ଜଣେ ମୃତ, ଜଣେ ଗୁରୁତର

September 15, 2026

ସେମିକନ୍ ଇଣ୍ଡିଆ ୨୦୨୬: ସେପ୍ଟେମ୍ବର ୧୭ରେ ୫ମ ସଂସ୍କରଣର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.