Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ରରେ ସଡକ ଦୁର୍ଘଟଣା : 11 ମୃତ, 12 ଆହତ
ଆଜିର ଖବର

ମହାରାଷ୍ଟ୍ରରେ ସଡକ ଦୁର୍ଘଟଣା : 11 ମୃତ, 12 ଆହତ

August 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
accident
accident

ମହାରାଷ୍ଟ୍ରରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ 11 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ 12 ଜଣ ଆହତ ହୋଇଛନ୍ତି । ରବିବାର ରାତି 10.30 ସମୟରେ ମହାରାଷ୍ଟ୍ରର ଧୁଲେ ଜିଲ୍ଲାରେ ଏକ ବସ ଏବଂ ଟ୍ରକ୍‌ ମଧ୍ୟରେ ଦୁର୍ଘଟଣା ଘଟିଥିଲା । ବସ୍‌ଟି ଔରଙ୍ଗାବାଦରୁ ଶାହଦା ଅଭିମୁଖେ ଯାତ୍ରା କରୁଥିଲା । ଉଭୟ ଯାନର ଡ୍ରାଇଭର ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି । ଆହତ 12 ଜଣଙ୍କ ମଧ୍ୟରୁ ଅନେକ ଗୁରୁତର ରହିଥିବାରୁ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି କୁହାଯାଇଛି । ଆହତ ମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025

ଓଡିଶା ଖାଦ୍ୟ ମହୋତ୍ସବ: ଭୁବନେଶ୍ବରରେ ପ୍ରଦର୍ଶିତ ହେବ ବିଭିନ୍ନ ଜିଲ୍ଲାର ପ୍ରସିଦ୍ଧ ଖାଦ୍ୟ ପଦାର୍ଥ

December 19, 2025

ଆଦିବାସୀ ବିକାଶକୁ ତ୍ୱରାନ୍ୱିତ କରିବାକୁ ଜୁଏଲ୍ ଓରାମଙ୍କ ନେତୃତ୍ୱରେ ଆଦିବାସୀ ସାଂସଦମାନଙ୍କ ଏକତା

December 19, 2025

‘ବନ୍ଦର ସୁରକ୍ଷା ବ୍ୟୁରୋ’ ଗଠନ ସମ୍ପର୍କରେ ଅମିତ ଶାହଙ୍କ ସମୀକ୍ଷା ବୈଠକ

December 19, 2025
Latest News

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025

ଓଡିଶା ଖାଦ୍ୟ ମହୋତ୍ସବ: ଭୁବନେଶ୍ବରରେ ପ୍ରଦର୍ଶିତ ହେବ ବିଭିନ୍ନ ଜିଲ୍ଲାର ପ୍ରସିଦ୍ଧ ଖାଦ୍ୟ ପଦାର୍ଥ

December 19, 2025

ଆଦିବାସୀ ବିକାଶକୁ ତ୍ୱରାନ୍ୱିତ କରିବାକୁ ଜୁଏଲ୍ ଓରାମଙ୍କ ନେତୃତ୍ୱରେ ଆଦିବାସୀ ସାଂସଦମାନଙ୍କ ଏକତା

December 19, 2025

‘ବନ୍ଦର ସୁରକ୍ଷା ବ୍ୟୁରୋ’ ଗଠନ ସମ୍ପର୍କରେ ଅମିତ ଶାହଙ୍କ ସମୀକ୍ଷା ବୈଠକ

December 19, 2025

କଂଗ୍ରେସ ତରଫରୁ ଭୁବନେଶ୍ବରରେ କରାଗଲା ମଶାଲ ଶୋଭାଯାତ୍ରା, ଜାଣନ୍ତୁ କାରଣ

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.