Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାରାଷ୍ଟ୍ରରେ ସଡକ ଦୁର୍ଘଟଣା : 11 ମୃତ, 12 ଆହତ
ଆଜିର ଖବର

ମହାରାଷ୍ଟ୍ରରେ ସଡକ ଦୁର୍ଘଟଣା : 11 ମୃତ, 12 ଆହତ

August 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
accident
accident

ମହାରାଷ୍ଟ୍ରରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ 11 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ 12 ଜଣ ଆହତ ହୋଇଛନ୍ତି । ରବିବାର ରାତି 10.30 ସମୟରେ ମହାରାଷ୍ଟ୍ରର ଧୁଲେ ଜିଲ୍ଲାରେ ଏକ ବସ ଏବଂ ଟ୍ରକ୍‌ ମଧ୍ୟରେ ଦୁର୍ଘଟଣା ଘଟିଥିଲା । ବସ୍‌ଟି ଔରଙ୍ଗାବାଦରୁ ଶାହଦା ଅଭିମୁଖେ ଯାତ୍ରା କରୁଥିଲା । ଉଭୟ ଯାନର ଡ୍ରାଇଭର ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି । ଆହତ 12 ଜଣଙ୍କ ମଧ୍ୟରୁ ଅନେକ ଗୁରୁତର ରହିଥିବାରୁ ମୃତକଙ୍କ ସଂଖ୍ୟା ବଢିପାରେ ବୋଲି କୁହାଯାଇଛି । ଆହତ ମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସିବିସି ଭୁବନେଶ୍ୱର ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

May 31, 2026

ଆସନ୍ତାକାଲି ଖୋଲିବ CBSEର ପୁନଃମୂଲ୍ୟାୟନ ପୋର୍ଟାଲ: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

May 31, 2026

ଟିମ୍ ଇଣ୍ଡିଆରେ ଯୋଗଦେଲେ ରୁତୁରାଜ ଗାୟକ୍ଵାଡ଼: ଏହି ଖେଳାଳିଙ୍କ ସ୍ଥାନରେ ମିଳିଲା ସୁଯୋଗ

May 31, 2026

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ସାଂସଦ?

May 31, 2026
Latest News

ସିବିସି ଭୁବନେଶ୍ୱର ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

May 31, 2026

ଆସନ୍ତାକାଲି ଖୋଲିବ CBSEର ପୁନଃମୂଲ୍ୟାୟନ ପୋର୍ଟାଲ: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

May 31, 2026

ଟିମ୍ ଇଣ୍ଡିଆରେ ଯୋଗଦେଲେ ରୁତୁରାଜ ଗାୟକ୍ଵାଡ଼: ଏହି ଖେଳାଳିଙ୍କ ସ୍ଥାନରେ ମିଳିଲା ସୁଯୋଗ

May 31, 2026

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ସାଂସଦ?

May 31, 2026

ବିଜେପିରେ ସାମିଲ ହେଲେ ବିଜେଡି ନେତା ରୁଦ୍ର ସାମନ୍ତରାୟ ଏବଂ ମିଲନ ପାଇକରାୟ

May 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.