Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି : ପୁଣି 7ଟି ଗେଟ୍‌ ଖୋଲାଗଲା
ଆଜିର ଖବର

ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି : ପୁଣି 7ଟି ଗେଟ୍‌ ଖୋଲାଗଲା

August 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉପର ମୁଣ୍ଡରେ ପୁନଃର୍ବାର ବର୍ଷା ଦ୍ୱାରା ହୀରାକୁଦ ଜଳ ଭଣ୍ଡାରେ ଜଳ ସ୍ତର ବୃଦ୍ଧି ପାଉଛି । ବନ୍ଦ କରାଯାଇଥିବା ଗେଟ୍‌ଗୁଡ଼ିକୁ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ଡ୍ୟାମ୍‌ କର୍ତ୍ତୃପକ୍ଷ । ବର୍ଷାକୁ ନଜରରେ ରଖି ଆଜି ଆଉ 7 ଟି ଗେଟ୍‌ ଖୋଲାଯିବ । ଏବେ 7ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ଫଳରେ ବର୍ତ୍ତମାନ 14ଟି ଗେଟ୍‌ ଦେଇ ଜଳ ନିଷ୍କାଷିତ ହେଉଛି । ହୀରାକୁଦ ଜଳଭଣ୍ଡାରର ଜଳସ୍ତର 620.81 ଫୁଟ ରହିଛି । ଜଳଭଣ୍ଡାରକୁ 2 ଲକ୍ଷ 5 ହଜାର 47 କ୍ୟୁସେକ୍‌ ଜଳ ପ୍ରବେଶ କରୁଥିବା ବେଳେ 1 ଲକ୍ଷ 27 ହଜାର 724 କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସିବିସି ଭୁବନେଶ୍ୱର ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

May 31, 2026

ଆସନ୍ତାକାଲି ଖୋଲିବ CBSEର ପୁନଃମୂଲ୍ୟାୟନ ପୋର୍ଟାଲ: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

May 31, 2026

ଟିମ୍ ଇଣ୍ଡିଆରେ ଯୋଗଦେଲେ ରୁତୁରାଜ ଗାୟକ୍ଵାଡ଼: ଏହି ଖେଳାଳିଙ୍କ ସ୍ଥାନରେ ମିଳିଲା ସୁଯୋଗ

May 31, 2026

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ସାଂସଦ?

May 31, 2026
Latest News

ସିବିସି ଭୁବନେଶ୍ୱର ପକ୍ଷରୁ ବିଶ୍ୱ ତମାଖୁ ବର୍ଜନ ଦିବସ ପାଳିତ

May 31, 2026

ଆସନ୍ତାକାଲି ଖୋଲିବ CBSEର ପୁନଃମୂଲ୍ୟାୟନ ପୋର୍ଟାଲ: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

May 31, 2026

ଟିମ୍ ଇଣ୍ଡିଆରେ ଯୋଗଦେଲେ ରୁତୁରାଜ ଗାୟକ୍ଵାଡ଼: ଏହି ଖେଳାଳିଙ୍କ ସ୍ଥାନରେ ମିଳିଲା ସୁଯୋଗ

May 31, 2026

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ସାଂସଦ?

May 31, 2026

ବିଜେପିରେ ସାମିଲ ହେଲେ ବିଜେଡି ନେତା ରୁଦ୍ର ସାମନ୍ତରାୟ ଏବଂ ମିଲନ ପାଇକରାୟ

May 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.