Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏବିଭିପିର ଜାତୀୟ କାର୍ଯ୍ୟନିର୍ବାହୀ ପରିଷଦର ପ୍ରଦର୍ଶନୀକୁ ଉଦଘାଟନ କଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର
ଆଜିର ଖବର

ଏବିଭିପିର ଜାତୀୟ କାର୍ଯ୍ୟନିର୍ବାହୀ ପରିଷଦର ପ୍ରଦର୍ଶନୀକୁ ଉଦଘାଟନ କଲେ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

May 28, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Krushna Chandra Mohapatra inaugurates ABVP exhibition
Krushna Chandra Mohapatra inaugurates ABVP exhibition

ଭୁବନେଶ୍ଵର: ଭୁବନେଶ୍ୱରରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ଜାତୀୟ କାର୍ଯ୍ୟନିର୍ବାହୀ ପରିଷଦର ପ୍ରଦର୍ଶନୀ ଉଦଘାଟିତ ହୋଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହାକୁ ଉଦଘାଟନ କରିଛନ୍ତି। ଉଦଘାଟନ ପରେ ମନ୍ତ୍ରୀ ପ୍ରଦର୍ଶନୀ ବୁଲି ଦେଖିଛନ୍ତି।

କାର୍ଯ୍ୟକ୍ରମରେ ରମା ଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁଳପତି ଜ୍ୟୋତ୍ସ୍ନା ରାଉତ, ଏବିଭିପିର ଜାତୀୟ ସଭାପତି ପ୍ରଫେସର ରଘୁରାଜ କିଶୋର ତିୱାରୀ ପ୍ରମୁଖ ଉପସ୍ଥିତ ଥିଲେ।

ABVP exhibition Krushna Chandra Mohapatra ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ କୃଷ୍ଣଚନ୍ଦ୍ର ମହାପାତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026
Latest News

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.