Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଷାକ୍ତ ମଦ ପିଇ ୧୩ ମୃତ
ଆଜିର ଖବର

ବିଷାକ୍ତ ମଦ ପିଇ ୧୩ ମୃତ

May 29, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଷାକ୍ତ ମଦ ପିଇ ୧୩ ମୃତ
ବିଷାକ୍ତ ମଦ ପିଇ ୧୩ ମୃତ

ନୂଆଦିଲ୍ଲୀ: ପୁଣି ଥରେ ବିଷାକ୍ତ ମଦ ପିଇ ମହାରାଷ୍ଟ୍ରରେ ଅନେକ ଲୋକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପିମ୍ପରି-ଚିଞ୍ଚୱଡ଼ର ଦାପୋଡ଼ି ଏବଂ ଫୁଗେୱାଡ଼ି ଅଞ୍ଚଳରେ ଆଠ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଣେର କାଲେ ପଡ଼ଲ ଅଞ୍ଚଳରେ ତିନି ଜଣଙ୍କ ଏବଂ ହଡପସରର ଦୁଇଜଣଙ୍କ ମୃତ୍ୟୁ ହୋଇଛି। ଏହା ଦ୍ୱାରା ମୋଟ ପୀଡିତଙ୍କ ସଂଖ୍ୟା ୧୩ ରେ ପହଞ୍ଚିଛି।

ସୂଚନା ଅନୁଯାୟୀ, ଏହି ବିଷାକ୍ତ ଏବଂ ସ୍ପିରିଟ୍ ମିଶ୍ରିତ ମଦ ଯୋଗେଶ ୱାଙ୍ଖଡେ ନାମକ ଜଣେ ବ୍ୟକ୍ତି ପ୍ରସ୍ତୁତ କରିଥିଲେ। ଏହା ପୁଣେ ଏବଂ ପିମ୍ପରି-ଚିଞ୍ଚୱଡର ବିଭିନ୍ନ ଅଞ୍ଚଳରେ ବିକ୍ରି ହେଉଥିଲା। ଲୋକମାନେ ଏହି ମଦ ପିଇଥିଲେ। କିଛି ସମୟ ପରେ ସେମାନଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଥିଲା ଏବଂ ସେମାନଙ୍କ ମୁହଁରୁ ଫେଣ ବାହାରିବାକୁ ଲାଗିଲା। କିଛି ସମୟ ପରେ ସେମାନଙ୍କର ମୃତ୍ୟୁବରଣ ହୋଇଥିଲା।

Maharashtra News Pune News
Share. Facebook Twitter LinkedIn Email WhatsApp Copy Link

Related Posts

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026
Latest News

Flood Situation: ତିନୋଟି ରାଜ୍ୟର ବନ୍ୟା ସ୍ଥିତି ରହିଛି ଗମ୍ଭୀର, ଓଡିଶାରେ ସାମାନ୍ୟ ସୁଧାର

August 2, 2026

ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ ଦୌରାତ୍ମା, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ବ୍ଲକ ଅଧିକାରୀ

August 2, 2026

ପାଣି କମୁଛି, ହେଲେ ବଢୁଛି ଦୁର୍ଦ୍ଦଶା; ଭଦ୍ରକ-ଯାଜପୁରରେ ବନ୍ୟା ପରେ ଅସହାୟ ଚିତ୍ର

August 2, 2026

ପେରୁରେ ଭୟଙ୍କର ବିମାନ ଦୁର୍ଘଟଣା, ୧୩ ଜଣଙ୍କର ମୃତ୍ୟୁ

August 2, 2026

ନିଜ ଜିଭ କାଟିଦେଲେ ଯୁବକ : ଗୁରୁତର ଅବସ୍ଥାରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.