Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ
ଆଜିର ଖବର

ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

May 29, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ
ଚ଼ିଲିକାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

ଭୁବନେଶ୍ଵର: ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ସରକାରୀ ବାସଭବନର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗଦେଇ ଚ଼ିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଣପୁର ଓ ଚିଲିକା ବ୍ଲକରେ ଚାଲୁଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ଓ ସାମାଜିକ ସୁରକ୍ଷା ଅନ୍ତର୍ଗତ ଯୋଜନା ଗୁଡ଼ିକର ଯୋଗ୍ୟ ହିତାଧିକାରୀ ଚୟନ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି।

ଜନସାଧାରଣଙ୍କ ଆଶା, ଆକାଂକ୍ଷା ଓ ଆବଶ୍ୟକତାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ପ୍ରକଳ୍ପ କାର୍ଯ୍ୟଗୁଡ଼ିକୁ ଗୁଣବତ୍ତା ସହ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମ୍ପନ୍ନ କରିବା ସହ ଏହାର ନିୟମିତ ତଦାରଖ ଓ କାର୍ଯ୍ୟକ୍ଷେତ୍ର ପରିଦର୍ଶନ ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଉକ୍ତ ବୈଠକରେ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଚିଲିକା ବ୍ଲକ ବିଡିଓ ପୁନମ ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।

ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା ଚିଲିକା ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଝାଡ଼ଖଣ୍ଡରେ ନୂଆ ରାଜନୈତିକ ସମୀକରଣ! କଂଗ୍ରେସ-ବିଜେପି ବିନା ସରକାର ଗଠନ ପାଇଁ ହେମନ୍ତଙ୍କୁ ସରୟୁ ରାୟଙ୍କ ଫର୍ମୁଲା

June 19, 2026

ଦୁଇ ବରିଷ୍ଠ ଆଇଏଏସଙ୍କୁ ନୂଆ ଦାୟିତ୍ଵ

June 19, 2026

ଭୁବନେଶ୍ୱରରେ ଅଭାବନୀୟ ଘଟଣା: ସ୍ତ୍ରୀଙ୍କ ସହ ବଚସା ପରେ ଆତ୍ମହତ୍ୟା ଉଦ୍ୟମ

June 18, 2026

ଦୁଷ୍କର୍ମ ଅଭିଯୋଗ ପରେ ହଟିଲେ ଆଇଆଇସି

June 18, 2026
Latest News

ଝାଡ଼ଖଣ୍ଡରେ ନୂଆ ରାଜନୈତିକ ସମୀକରଣ! କଂଗ୍ରେସ-ବିଜେପି ବିନା ସରକାର ଗଠନ ପାଇଁ ହେମନ୍ତଙ୍କୁ ସରୟୁ ରାୟଙ୍କ ଫର୍ମୁଲା

June 19, 2026

ଦୁଇ ବରିଷ୍ଠ ଆଇଏଏସଙ୍କୁ ନୂଆ ଦାୟିତ୍ଵ

June 19, 2026

ଭୁବନେଶ୍ୱରରେ ଅଭାବନୀୟ ଘଟଣା: ସ୍ତ୍ରୀଙ୍କ ସହ ବଚସା ପରେ ଆତ୍ମହତ୍ୟା ଉଦ୍ୟମ

June 18, 2026

ଦୁଷ୍କର୍ମ ଅଭିଯୋଗ ପରେ ହଟିଲେ ଆଇଆଇସି

June 18, 2026

ଘୁଞ୍ଚିଲା ଆରଆଇ ପରୀକ୍ଷା

June 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.