Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋପାଳପୁରରେ ପ୍ରଶିକ୍ଷଣ ମହାଅଭିଯାନକୁ ଉଦଘାଟନ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
ଆଜିର ଖବର

ଗୋପାଳପୁରରେ ପ୍ରଶିକ୍ଷଣ ମହାଅଭିଯାନକୁ ଉଦଘାଟନ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 29, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋପାଳପୁରରେ ପ୍ରଶିକ୍ଷଣ ମହାଅଭିଯାନ
ଗୋପାଳପୁରରେ ପ୍ରଶିକ୍ଷଣ ମହାଅଭିଯାନକୁ ଉଦଘାଟନ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ବର: ଆଜି ଗଞ୍ଜାମ ଜିଲ୍ଲା ଗୋପାଳପୁର ସ୍ଥିତ ହୋଟେଲ ପ୍ରମୋଦ ଠାରେ ଭାରତୀୟ ଜନତା ପାର୍ଟି, ଗଞ୍ଜାମ ଜିଲ୍ଲା ପକ୍ଷରୁ ‘ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ–୨୦୨୬’ ଅନ୍ତର୍ଗତ ଜିଲ୍ଲା ପ୍ରଶିକ୍ଷଣ ବର୍ଗ ଉଦଘାଟିତ ହୋଇଯାଇଛି। ଏଥିରେ ପୂର୍ତ୍ତ, ଅବକାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯୋଗଦେଇ ପ୍ରଶିକ୍ଷଣକୁ ଉଦଘାଟନ କରିଛନ୍ତି।

ଏହି ଅବସରରେ ମନ୍ତ୍ରୀ ଦଳର ନୀତି, ଆଦର୍ଶ, ବିଚାରଧାରା ଓ ଐତିହାସିକ ଯାତ୍ରା ସମ୍ପର୍କରେ ବିସ୍ତୃତ ଭାବେ ଆଲୋକପାତ କରାଇଥିଲେ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲୋକାଭିମୁଖୀ ଯୋଜନାଗୁଡ଼ିକୁ ଜନସାଧାରଣଙ୍କ ନିକଟରେ ପହଞ୍ଚାଇବା ଦିଗରେ କାର୍ଯ୍ୟକର୍ତ୍ତାମାନଙ୍କ ଭୂମିକା ଉପରେ ମନ୍ତ୍ରୀ ଆଲୋଚନା କରିଥିଲେ।

ପ୍ରଶିକ୍ଷଣ ବର୍ଗ‌ ହେଉଛି ସଂଗଠନର ଶୃଙ୍ଖଳା, ସେବା ମନୋଭାବ ଏବଂ ରାଷ୍ଟ୍ର ନିର୍ମାଣର ସଂକଳ୍ପକୁ ଆହୁରି ସୁଦୃଢ଼ କରିବାର ଏକ ପ୍ରେରଣାଦାୟକ ମଞ୍ଚ। ଏହା କାର୍ଯ୍ୟକର୍ତ୍ତାମାନଙ୍କ ମଧ୍ୟରେ ନୂତନ ଉର୍ଜା, ସଂଗଠନ ପ୍ରତି ଆସ୍ଥା ଓ ଜନସେବା ପ୍ରତି ସମର୍ପଣ ଭାବନାକୁ ଆହୁରି ଦୃଢ଼ କରିବ ବୋଲି ମନ୍ତ୍ରୀ କହିଥିଲେ।

ଏହି ବୈଠକରେ ବାଣିଜ୍ୟ, ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୁତି ଭୂଷଣ ଜେନା, ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ, ନବରଙ୍ଗପୁର ସାଂସଦ ଶ୍ରୀ ବଳଭଦ୍ର ମାଝୀ, ଛତ୍ରପୁର ବିଧାୟକ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଦିଗପହଣ୍ଡି ବିଧାୟକ ଶ୍ରୀ ସିଦ୍ଧାନ୍ତ ମହାପାତ୍ର, ବ୍ରହ୍ମପୁର ବିଧାୟକ ଶ୍ରୀ କେ.ଅନିଲ୍ କୁମାର, ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ଶାରଦା ପ୍ରସାଦ ଶତପଥୀ, ଗଞ୍ଜାମ ଜିଲ୍ଲା ସଭାପତି ଶ୍ରୀ ସରୋଜ ସାବତ, ଜିଲ୍ଲା ପ୍ରଶିକ୍ଷଣ ବର୍ଗ ପ୍ରଭାରୀ ଶ୍ରୀ ଲଲାଟେନ୍ଦୁ ବଡ଼ୁ ଏବଂ ସହପ୍ରଭାରୀ ଶ୍ରୀମତୀ ଜୟନ୍ତୀ ପଢ଼ିହାରୀଙ୍କ ସମେତ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ।

ଗୋପାଳପୁରରେ ପ୍ରଶିକ୍ଷଣ ମହାଅଭିଯାନ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026
Latest News

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.