Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହେଲେଇ କ୍ରସର ବନ୍ଦ ଦାବିର ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଘେରାଉ
ଆଜିର ଖବର

ହେଲେଇ କ୍ରସର ବନ୍ଦ ଦାବିର ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଘେରାଉ

May 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ହେଲେଇ କ୍ରସର ବନ୍ଦ ଦାବିର ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଘେରାଉ
ହେଲେଇ କ୍ରସର ବନ୍ଦ ଦାବିର ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଘେରାଉ

ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢ଼ାଖୋଲ ବ୍ଲକ ହେଲେଇ ଗ୍ରାମରେ ପଥର ବ୍ଲାଷ୍ଟିଙ୍ଗ ଓ କ୍ରସର ସଂମ୍ପୁର୍ଣ୍ଣ ବନ୍ଦ ପାଇଁ ଶନିବାର ସକାଳେ ଗ୍ରାମବାସୀ ରାଲିରେ ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ।

ଅଞ୍ଚଳବାସୀଙ୍କ ଅଭିଯୋଗ ଅନୁଯାୟୀ କ୍ରସର ଟି ଗାଁ ପାଖରେ ଥିବାରୁ ପଥର ବ୍ଲାଷ୍ଟିଙ୍ଗ ଦ୍ଵାରା ଘର କାନ୍ଥ ଦୋହଳି ପଡୁଛି ଓ କ୍ରସର କୁଆଁରୀ ପାଇଁ ଗାଁରେ ପାଣି ସମସ୍ୟା ଦେଖାଦେବା ସହିତ ପରିବେଷ ଦୂଷିତ ହେଉଛି। ଯା’ଫଳରେ ଅନେକ କିଡନୀ ରୋଗ ରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରୁଛନ୍ତି ଏବଂ ସ୍କୁଲ ଛାତ୍ରଛାତ୍ରୀ ମାନେ ପାଠ ପଢିବା ପାଇଁ ବାରବାଙ୍କ ଗଲାବେଳେ ରାସ୍ତାରେ ହାଇୱା ଗାଡି ଗୁଡିକରୁ ଲୋଡ ହୋଇ ଯାଉଥିବା ପଥର ଖଣ୍ଡ ରାସ୍ତାରେ ପଡୁଛି ଯେଉଁଥିପାଇଁ ଦୁର୍ଘଟଣା ହେଉଛି। ବିଗତ ୧୦ ଦିନ ମଧ୍ୟରେ ୨ ଜଣ ଶ୍ରମିକଙ୍କ ଏହି କ୍ରସର ରେ ମୃତ୍ୟୁ ହେଲାଣି।

ତେଣୁ ଏହି କ୍ରସରକୁ ସମ୍ପୁର୍ଣ୍ଣ ବନ୍ଦ କରିବା ପାଇଁ ଗ୍ରାମବାସୀମାନେ ଦାବି କରିବା ସହିତ ଚେତାବନୀ ଦେଇଛନ୍ତି।

ଉପଜିଲ୍ଲାପାଳଙ୍କ କାର୍ଯ୍ୟଳୟ ଘେରାଉ କ୍ରସର ବନ୍ଦ ଦାବି ରେଢ଼ାଖୋଲ ବ୍ଲକ ହେଲେଇ ଗ୍ରାମ
Share. Facebook Twitter LinkedIn Email WhatsApp Copy Link

Related Posts

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026
Latest News

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.