Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଚସାରୁ ଛୁରାମାଡ଼ : ଯୁବକ ଆହତ
ଆଜିର ଖବର

ବଚସାରୁ ଛୁରାମାଡ଼ : ଯୁବକ ଆହତ

May 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଢେଙ୍କାନାଳ : ସାମାନ୍ୟ ବଚସାରୁ ଛୁରା ମାଡ଼ ହୋଇଥିବାର ଅଭିଯୋଗ ହୋଇଛି । ଏହି ଛୁରାମାଡ଼ରେ ଯୁବକ ଆହତ ହୋଇଛନ୍ତି । ଘଟଣାଟି ଭୁବନ ଏନଏସି ଅଞ୍ଚଳରେ ଘଟିଛି । ଆହତ ହୋଇଥିବା ଯୁବକ ହେଉଛନ୍ତି ୱାର୍ଡ ନମ୍ବର ୧ର କ୍ଷମାନିଧି ପୋଥାଳ । ଯୁବକଙ୍କୁ ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ପାଇଁ ଭର୍ତ୍ତି କରାଯାଇଛି ।

ଛୁରାମାଡ ବଚସା ଯୁବକ ଆହତ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026
Latest News

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.