Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେମିକାଲ କମ୍ପାନୀରେ ନିଆଁ : ଜଣେ ଜୀବନ୍ତ ଦଗ୍ଧ 
ଆଜିର ଖବର

କେମିକାଲ କମ୍ପାନୀରେ ନିଆଁ : ଜଣେ ଜୀବନ୍ତ ଦଗ୍ଧ 

May 31, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲେଶ୍ଵର : କେମିକାଲ କମ୍ପାନୀରେ ଅଗ୍ନିକାଣ୍ଡ, ଜଣେ ଜୀବନ୍ତ ଦଗ୍ଧ ହୋଇଥିବାର ସୂଚନା ରହିଛି । ଆଉ ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇଛି । ବାଲେଶ୍ଵର ଆଇଟିଆଇ ରୋଡରେ ଥିବା କେମିକାଲ କମ୍ପାନୀରେ ନିଆଁ ଲାଗିଛି । ବାୟୋ ସେମ କେମିକାଲରେ ବିଲମ୍ବିତ ରାତ୍ରିରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଛି ବୋଲି କୁହାଯାଉଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ତେବେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି । ମୃତକ ଜଣକ ହେଉଛନ୍ତି ଭଦ୍ରକ ଅଞ୍ଚଳର କୈଳାଶ ବେହେରା ।

death ଅଗ୍ନିକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକ ଗସ୍ତ

August 1, 2026

“ବାଣିଜ୍ୟିକ ଜାହାଜକୁ ଟାର୍ଗେଟ କରନ୍ତୁ ନାହିଁ,”: ଇରାନର ବୈଦେଶିକ ମନ୍ତ୍ରୀଙ୍କୁ କହିଲେ ଜୟଶଙ୍କର

August 1, 2026

ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍

August 1, 2026

ଡାକ ବିଭାଗ ପକ୍ଷରୁ ‘ଢାଇ ଅକ୍ଷର’ ପତ୍ର ଲିଖନ ଅଭିଯାନ: ବିଜେତାଙ୍କୁ ୫୦ ହଜାର ପର୍ଯ୍ୟନ୍ତ ପୁରସ୍କାର

August 1, 2026
Latest News

ଆଜି ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ରପ୍ରଦେଶ ଏବଂ କର୍ଣ୍ଣାଟକ ଗସ୍ତ

August 1, 2026

ବ୍ରିଟେନର ନୂତନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦୀ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 1, 2026

“ବାଣିଜ୍ୟିକ ଜାହାଜକୁ ଟାର୍ଗେଟ କରନ୍ତୁ ନାହିଁ,”: ଇରାନର ବୈଦେଶିକ ମନ୍ତ୍ରୀଙ୍କୁ କହିଲେ ଜୟଶଙ୍କର

August 1, 2026

ରାଷ୍ଟ୍ରପତି ଭବନରେ ନିଜର ଅଭିନବ ଉତ୍ପାଦ ପ୍ରଦର୍ଶନ କଲେ ଓଡ଼ିଶାର ୩ ଷ୍ଟାର୍ଟଅପ୍

August 1, 2026

ଡାକ ବିଭାଗ ପକ୍ଷରୁ ‘ଢାଇ ଅକ୍ଷର’ ପତ୍ର ଲିଖନ ଅଭିଯାନ: ବିଜେତାଙ୍କୁ ୫୦ ହଜାର ପର୍ଯ୍ୟନ୍ତ ପୁରସ୍କାର

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.