Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେମିକାଲ କମ୍ପାନୀରେ ନିଆଁ : ଜଣେ ଜୀବନ୍ତ ଦଗ୍ଧ 
ଆଜିର ଖବର

କେମିକାଲ କମ୍ପାନୀରେ ନିଆଁ : ଜଣେ ଜୀବନ୍ତ ଦଗ୍ଧ 

May 31, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲେଶ୍ଵର : କେମିକାଲ କମ୍ପାନୀରେ ଅଗ୍ନିକାଣ୍ଡ, ଜଣେ ଜୀବନ୍ତ ଦଗ୍ଧ ହୋଇଥିବାର ସୂଚନା ରହିଛି । ଆଉ ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇଛି । ବାଲେଶ୍ଵର ଆଇଟିଆଇ ରୋଡରେ ଥିବା କେମିକାଲ କମ୍ପାନୀରେ ନିଆଁ ଲାଗିଛି । ବାୟୋ ସେମ କେମିକାଲରେ ବିଲମ୍ବିତ ରାତ୍ରିରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଛି ବୋଲି କୁହାଯାଉଛି । ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ତେବେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛି । ମୃତକ ଜଣକ ହେଉଛନ୍ତି ଭଦ୍ରକ ଅଞ୍ଚଳର କୈଳାଶ ବେହେରା ।

death ଅଗ୍ନିକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ଭାବ୍ୟ ବାତ୍ୟା: ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ସମୀକ୍ଷା ଓ ଗଞ୍ଜାମରେ ପ୍ରଶାସନିକ ସଜବାଜ

October 24, 2026

ସମୁଦ୍ରରେ ବଳ ଗୋଟାଇବ ବାତ୍ୟା! ଓଡ଼ିଶା ପାଇଁ କେତେ ବଡ଼ ଚ୍ୟାଲେଞ୍ଜ?

October 24, 2026

BREAKING NEWS: ଓଡ଼ିଶାରେ ବାତ୍ୟା ଆଶଙ୍କା କେତେ? ଲଘୁଚାପର ଗତିପଥ ଉପରେ ରହିଛି ନଜର

October 24, 2026

୧୬ ଜିଲ୍ଲାକୁ ସତର୍କ ସୂଚନା: ବାତ୍ୟା ଆଶଙ୍କାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

October 24, 2026
Latest News

ସମ୍ଭାବ୍ୟ ବାତ୍ୟା: ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ସମୀକ୍ଷା ଓ ଗଞ୍ଜାମରେ ପ୍ରଶାସନିକ ସଜବାଜ

October 24, 2026

ବୁଲିଯିବାକୁ କହି ଆଉ ଫେରିଲେନି ଯୁବକ

October 24, 2026

ଗଞ୍ଜେଇ ଜବତ, ଜଣେ ଗିରଫ

October 24, 2026

ରାହୁଲ ଗାନ୍ଧୀଙ୍କୁ ବ୍ୟବସାୟୀଙ୍କ ଚିଠି: ଦୀପାବଳି ପରେ ରାଲି କରିବାକୁ ଅନୁରୋଧ

October 24, 2026

ସମୁଦ୍ରରେ ବଳ ଗୋଟାଇବ ବାତ୍ୟା! ଓଡ଼ିଶା ପାଇଁ କେତେ ବଡ଼ ଚ୍ୟାଲେଞ୍ଜ?

October 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.