Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ
ଆଜିର ଖବର

ସୁନାର ଚମକ କମିଛି ନା ବଢିଛି?: ଜାଣନ୍ତୁ ଆଜିର ରୂପା ମୂଲ୍ୟ

May 31, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁନା ମୂଲ୍ୟ
ସୁନା ଦର କମିଲା, ରୂପା ମଧ୍ୟ ଶସ୍ତା: ଜାଣନ୍ତୁ ଆଜିର ମୂଲ୍ୟ

ଭୁବନେଶ୍ବର: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଦେଶରେ ବହୁତ ଅଶାନ୍ତି ସୃଷ୍ଟି କରୁଛି। ମୁଦ୍ରାସ୍ଫୀତି ବୃଦ୍ଧି ପାଉଛି। ପେଟ୍ରୋଲ, ଡିଜେଲ, ସିଏନଜି ଠାରୁ ଆରମ୍ଭ କରି କ୍ଷୀର ଏବଂ ଚିନି ପର୍ଯ୍ୟନ୍ତ ସବୁକିଛିର ମୂଲ୍ୟ ବୃଦ୍ଧି ପାଇଛି। ଆଜି ସୁନା ଓ ରୂପା ମୂଲ୍ୟରେ ମଧ୍ୟ କମ ବେଶୀ ହେଉଛି। ଆଜି ଓଡିଶାର ରାଜଧାନୀ ଭୁବନେଶ୍ଵରରେ ସୁନା ଓ ରୂପା ମୂଲ୍ୟ କ’ଣ ରହିଛି, ଆସନ୍ତୁ ଜାଣିବା…

ଭୁବନେଶ୍ଵରରେ ସୁନା ମୂଲ୍ୟ:

୨୪ କ୍ୟାରେଟ (ପ୍ରତି ୧୦ ଗ୍ରାମ)- ୧ ଲକ୍ଷ ୫୭ ହଜାର ୦୪୦ ଟଙ୍କା
୨୨ କ୍ୟାରେଟ (ପ୍ରତି ୧୦ ଗ୍ରାମ)- ୧ ଲକ୍ଷ ୪୩ ହଜାର ୯୫୦ ଟଙ୍କା
୧୮ କ୍ୟାରେଟ (ପ୍ରତି ୧୦ ଗ୍ରାମ)- ୧ ଲକ୍ଷ ୧୭ ହଜାର ୭୮୦ ଟଙ୍କା

ରୂପା ମୂଲ୍ୟ:

୧୦ ଗ୍ରାମ- ୨,୯୦୦ ଟଙ୍କା
୧ କେଜି- ୨ ଲକ୍ଷ ୯୦ ହଜାର ଟଙ୍କା।

Business News gold Gold-Silver silver
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆଦିଲ୍ଲୀରେ ବ୍ରିକ୍ସ ମହାକୁମ୍ଭ: ପୁଟିନ, ଜିନ୍‌ପିଙ୍ଗଙ୍କ ସହ ଏକାଠି ହେବେ ୧୧ ରାଷ୍ଟ୍ରମୁଖ୍ୟ

September 11, 2026

ଆଜିଠାରୁ ଆରମ୍ଭ ହେବ ‘କୋଠା ଓ ଅନ୍ୟାନ୍ୟ ଶ୍ରମିକ’ଙ୍କ ଜାତୀୟ ସମ୍ମିଳନୀ

September 11, 2026

ଜର୍ମାନୀ ଚାନ୍ସେଲରଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 11, 2026

ଦଶମ ଥର ପାଇଁ ଫାଇନାଲରେ ପହଞ୍ଚିଲା ଟିମ୍ ଇଣ୍ଡିଆ: ସେମିଫାଇନାଲରେ ବାଂଲାଦେଶ ପରାସ୍ତ

September 11, 2026
Latest News

ନୂଆଦିଲ୍ଲୀରେ ବ୍ରିକ୍ସ ମହାକୁମ୍ଭ: ପୁଟିନ, ଜିନ୍‌ପିଙ୍ଗଙ୍କ ସହ ଏକାଠି ହେବେ ୧୧ ରାଷ୍ଟ୍ରମୁଖ୍ୟ

September 11, 2026

ସେପ୍ଟେମ୍ବର ୧୭ ରୁ ଅକ୍ଟୋବର ୧୭ ଯାଏଁ ‘ସ୍ୱଚ୍ଛତା ହିଁ ସେବା ୨୦୨୬’ ଅଭିଯାନ

September 11, 2026

ଆଜିଠାରୁ ଆରମ୍ଭ ହେବ ‘କୋଠା ଓ ଅନ୍ୟାନ୍ୟ ଶ୍ରମିକ’ଙ୍କ ଜାତୀୟ ସମ୍ମିଳନୀ

September 11, 2026

ଜର୍ମାନୀ ଚାନ୍ସେଲରଙ୍କ ସହ ଟେଲିଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

September 11, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ୱରେ ବିପର୍ଯ୍ୟୟ ପରିଚାଳନାରେ ମୌଳିକ ପରିବର୍ତ୍ତନ: ଅମିତ ଶାହ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.