Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖାଇକୁ ଖସିଲା ଗାଡି : ୮ ମୃତ
ଆଜିର ଖବର

ଖାଇକୁ ଖସିଲା ଗାଡି : ୮ ମୃତ

May 31, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାମ୍ବା : ହିମାଚଳ ପ୍ରଦେଶର ଚାମ୍ବା ଜିଲ୍ଲାରେ ଏକ ପର୍ଯ୍ୟଟକ ଗାଡ଼ି ଖାଇକୁ ଖସିପଡିବା ଫଳରେ ୮ ଜଣଙ୍କର ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁସାରେ ଗାଡି ରେ ଗାଡ଼ି ଚାଳକ ଓ ଦୁଇଜଣ ଶିଶୁଙ୍କୁ ମିଶାଇ ଗାଡ଼ିରେ ମୋଟ ୯ ଜଣ ଯାତ୍ରୀ ଥିଲେ। ଗାଡି ଟି ନିୟନ୍ତ୍ରଣ ହରାଇ ପ୍ରାୟ ୫୦୦ ମିଟର ଗଭୀର ଖାଇକୁ ଖସିପଡ଼ିବା ଫଳରେ ୮ ଜଣ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଏବେବି ନିଖୋଜ ଅଛନ୍ତି। ଜିଲ୍ଲାର ଚୁରାହ ସବ୍-ଡିଭିଜନ ଅନ୍ତର୍ଗତ ବୈରାଗଡ଼-ସାଚ୍ ପାସ୍-କିଲାର ବରଫାବୃତ ଅଞ୍ଚଳ ରାସ୍ତାରେ ଗାଡ଼ିଟି ପର୍ଯ୍ୟଟକମାନଙ୍କୁ ନେଇ ଯାତ୍ରା କରୁଥିବା ସମୟରେ ଅକସ୍ମାତ ନିୟନ୍ତ୍ରଣ ହରାଇ ଗଭୀର ଗଣ୍ଡ ମଧ୍ୟକୁ ଖସିପଡ଼ିଥିଲା ତେବେ ମୃତକଙ୍କ ସଠିକ୍ ପରିଚୟ ଚିହ୍ନଟ କରିବା ପାଇଁ ଉଦ୍ୟମ ଜାରି ରହିଥିବା ପ୍ରକାଶ କରିଛନ୍ତି।

#accident #death roadaccident
Share. Facebook Twitter LinkedIn Email WhatsApp Copy Link

Related Posts

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୭୩୨ କୋଟି ଟଙ୍କାରୁ ଅଧିକ ମୂଲ୍ୟର ରେଳ ପ୍ରକଳ୍ପ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ

June 20, 2026
Latest News

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026

୪୭,୬୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.