Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତୀୟ ବାୟୁସେନାର ପ୍ରଶଂସନୀୟ କାର୍ଯ୍ୟ : ତାଓ୍ବି ନଦୀରୁ ଦୁଇଜଣଙ୍କୁ ଉଦ୍ଧାର
ଆଜିର ଖବର

ଭାରତୀୟ ବାୟୁସେନାର ପ୍ରଶଂସନୀୟ କାର୍ଯ୍ୟ : ତାଓ୍ବି ନଦୀରୁ ଦୁଇଜଣଙ୍କୁ ଉଦ୍ଧାର

August 19, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଜମ୍ମୁ ଓ କାଶ୍ମୀରରେ ତାଓ୍ବି ନଦୀରେ ଫସି ରହିଥିବା ଦୁଇ ଜଣ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବରେ ଉଦ୍ଧାର କରିଛନ୍ତି ଯବାନ । ଜାମ୍ମୁ ଓ କାଶ୍ମୀର ତାଓ୍ବି ନଦୀରେ ୪ ଜଣ ମତ୍ସ୍ୟଜୀବୀ ଫସିଯାଇଥିଲେ । ସେମାନଙ୍କ ମଧ୍ୟରୁ ପ୍ରଥମେ ଦୁଇ ଜଣଙ୍କୁ ହେଲିପ୍ଟରରେ ସିଡ଼ି ସାହାଯ୍ୟରେ ଉଦ୍ଧାର କରିବାକୁ ଉଦ୍ୟମ କରାଯାଇଥିଲା । କିନ୍ତୁ ସିଡି ଭାଙ୍ଗି ଯିବାରୁ ଦୁଇ ଜଣ ନଦୀରେ ପଡ଼ି ଭାସିଯାଇଥିଲେ । ଏହା ପରେ ନଦୀ ନିକଟରେ ନିର୍ମାଣଧୀନ କଂକ୍ରିଟ୍‌ ପୋଲ୍‌ ଉପରେ ୨ ଜଣ ଭାଗ୍ୟବଶତଃ ପହଁରି ପହଁଚି ଚଢ଼ି ଯାଇଥିଲେ । ସେମାନଙ୍କୁ ଉଦ୍ଧାର କରିବାକୁ ବାୟୁସେନା ଅପରେସନ୍‌ ଆରମ୍ଭ କରିଥିଲା । ୪୦ ମିନିଟ୍‌ ଧରି ଚାଲିଥିବା ଏହି ରେସ୍‌କ୍ୟୁ ଅପରେସନ୍‌ରେ ବାୟୁସେନାର ଯବାନ୍‌ମାନେ ସୁରକ୍ଷିତ ଅବସ୍ଥାରେ ଦୁଇଜଣଙ୍କୁ ବଞ୍ଚାଇଛନ୍ତି । ବାୟୁସେନା ହେଲିକପ୍ଟର ସାହାଯ୍ୟରେ ଏହି ଦୁଇଜଣଙ୍କୁ ଉଦ୍ଧାର କରାଯାଇଛି ।

 

Share. Facebook Twitter LinkedIn Email WhatsApp Copy Link

Related Posts

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Latest News

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.