Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ହାଇୱା – ବାଇକ ଧକ୍କା : ଦୁଇ ମୃତ
ଆଜିର ଖବର

ହାଇୱା – ବାଇକ ଧକ୍କା : ଦୁଇ ମୃତ

June 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବୌଦ୍ଧ : ହାଇୱାକୁ ପଛପଟୁ ଧକ୍କା ଦେଲା ବାଇକ । ଦୁଇ ମୃତ । ପୁରୁଣାକଟକ ଥାନା କରଞ୍ଜକଟା ହାଟପଦା ଛକ ନିକଟରେ ଦୁର୍ଘଟଣା ଘଟିଛି । ମୃତକ ଦ୍ୱୟ ଏକ ରେଲୱେ ଠିକା ସଂସ୍ଥାରେ ଜେସିବି ଡ୍ରାଇଭର ରୂପେ କାର୍ଯ୍ୟ କରୁଥିଲେ । ରାସ୍ତାକଡରେ ବେଆଇନ ପାର୍କିଂ କରିଥିଲା ହାଇୱା । ମୃତଦେହକୁ ବ୍ୟବଛେଦ ପାଇଁ ପଠାଇ ପୋଲିସ ଏହାର ତଦନ୍ତ  ଜାରି ରଖିଛି ।

ଦୁଇ ମୃତ ହାଇୱା - ବାଇକ ଧକ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ପାଇଁ ବିଜେପିର ବଡ଼ ଘୋଷଣା: ଉତ୍ତରାଖଣ୍ଡରୁ ଦିନେଶ ଆର୍ଯ୍ୟ, ପଶ୍ଚିମବଙ୍ଗରୁ କୋୟଲ ମଲ୍ଲିକଙ୍କୁ ଟିକେଟ୍

October 4, 2026

ବ୍ରହ୍ମଗିରିରେ ଗୁଳିକାଣ୍ଡ: ପାରିବାରିକ ବିବାଦରୁ ସମ୍ପର୍କୀୟ ଭାଇଙ୍କୁ ଗୁଳିମାଡ଼, ଗୁରୁତର ଯୁବକ ଭୁବନେଶ୍ୱର ସ୍ଥାନାନ୍ତର

October 4, 2026

ସ୍ତ୍ରୀ ଆଖି ଆଗରେ ଚାଲିଗଲା ସ୍ୱାମୀଙ୍କ ଜୀବନ, ପିକଅପ୍ ଭ୍ୟାନ୍ ଧକ୍କାରେ ମୃତ୍ୟୁ

October 4, 2026

ପଞ୍ଚାୟତ ନିର୍ବାଚନ ପୂର୍ବରୁ ବିଜେପିର ତତ୍ପରତା: ଜନସମ୍ପର୍କ ଓ ସାଂଗଠନିକ ସମନ୍ୱୟ ଉପରେ ଡି. ପୁରନ୍ଦେଶ୍ୱରୀଙ୍କ ଗୁରୁତ୍ୱ

October 4, 2026
Latest News

ବିମାନ ଆକ୍ରମଣ ଏଡ଼ାଇଥିବା ଭାରତୀୟ ପାଇଲଟଙ୍କ ସହ କଥା ହେଲେ ନେତନ୍ୟାହୁ

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.