Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ନୂତନ କାର୍ଯ୍ୟାଳୟ ଉଦଘାଟିତ
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ନୂତନ କାର୍ଯ୍ୟାଳୟ ଉଦଘାଟିତ

June 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ନୂତନ କାର୍ଯ୍ୟାଳୟ ଉଦଘାଟିତ
ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ନୂତନ କାର୍ଯ୍ୟାଳୟ ଉଦଘାଟିତ

ବାଲୁଗାଁ: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ନୂତନ କାର୍ଯ୍ୟାଳୟ ନାଚୁଣୀ ସୁନାଖଳା ଛକ ନିକଟରେ ଉଦଘାଟିତ ହୋଇଯାଇଛି। ଉକ୍ତ ନୂତନ କାର୍ଯ୍ୟାଳୟକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭିଡିଓ କନଫେନ୍ସ ମାଧ୍ୟମରେ ଉଦଘାଟନ କରିଛନ୍ତି।

ଏହି ଅବସରରେ ଚିଲିକା ପୂର୍ବତନ ବିଧାୟକ ବିଭୂତି ଭୂଷଣ ହରିଚନ୍ଦନ, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋତ୍ସ୍ନା ରାଣୀ ବେହେରା, ଉପାଧ୍ୟକ୍ଷ ଅରୁଣ କୁମାର ପଟ୍ଟନାୟକ, ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଖୋର୍ଦ୍ଧା ଆରକ୍ଷୀ ଅଧିକ୍ଷକ ସ୍ମିତ ପରମାର, ବାଲୁଗାଁ ଏସଡିପିଓ ସଞ୍ଜୟ କୁମାର ପଟ୍ଟନାୟକ, ବାଲୁଗାଁ ଉପଖଣ୍ଡ ଅନ୍ତର୍ଗତ ବାଲୁଗାଁ, ବାଣପୁର, ନାଚୁଣୀ, ଟାଙ୍ଗୀ, ନିରାକାରପୂର ଥାନା ଅଧିକାରୀମାନଙ୍କ ସମେତ ଥାନା ଓ ଫାଣ୍ଡି କର୍ମଚାରୀ, ବୁଦ୍ଧିଜୀବୀ, ଗଣମାଧ୍ୟମ ପ୍ରତିନିଧି, ସ୍ଥାନୀୟ ଜନପ୍ରତିନିଧି ଓ ଜନସାଧାରଣ ଉପସ୍ଥିତ ଥିଲେ।

ପୂର୍ବରୁ ଏହି କାର୍ଯ୍ୟାଳୟ ଦୀର୍ଘ ଦିନ ଧରି ବାଲୁଗାଁ ସହରରେ ଅବସ୍ଥାପିତ ଥିବାବେଳେ ନୂତନ କାର୍ଯ୍ୟାଳୟ ୧୬ ନଂ ଓ ୫ନଂ ଜାତୀୟ ରାଜପଥ ସଂଯୋଗ ସ୍ଥଳରେ ରହିଥିବା ବେଳେ ଉପଖଣ୍ଡ ଅନ୍ତର୍ଗତ ସମସ୍ତ ଥାନାର ମଧ୍ୟଭାଗରେ ରହିଥିବାରୁ ଦୁର୍ଘଟଣା ଅବା ଅପରାଧ ନିୟନ୍ତ୍ରଣ କରିବା ଦିଗରେ ବେଶ ସହାୟକ ହୋଇପାରିବ ବୋଲି ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ସଞ୍ଜୟ କୁମାର ପଟ୍ଟନାୟକ କହିଛନ୍ତି।

ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ନୂତନ କାର୍ଯ୍ୟାଳୟ ଉଦଘାଟିତ ବାଲୁଗାଁ ଭିଡିଓ କନଫେନ୍ସ ମୋହନ ଚରଣ ମାଝି
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ଆଇସିଡିଆଇର ପରାମର୍ଶ କର୍ମଶାଳା ଆୟୋଜିତ

September 25, 2026

ପାର୍ବଣ ଋତୁରେ ଅତିରିକ୍ତ ଯାତ୍ରୀ ଭିଡ଼କୁ ଦୃଷ୍ଟିରେ ରଖି ପୂଜା ସ୍ପେଶାଲ ଟ୍ରେନ

September 25, 2026

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026

ଦିବ୍ରୁଗଡ଼ ସ୍ଥିତ ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026
Latest News

ଓଡ଼ିଶାରେ ଆଇସିଡିଆଇର ପରାମର୍ଶ କର୍ମଶାଳା ଆୟୋଜିତ

September 25, 2026

ପାର୍ବଣ ଋତୁରେ ଅତିରିକ୍ତ ଯାତ୍ରୀ ଭିଡ଼କୁ ଦୃଷ୍ଟିରେ ରଖି ପୂଜା ସ୍ପେଶାଲ ଟ୍ରେନ

September 25, 2026

ସ୍ୱଚ୍ଛତା, ସଚେତନତା ଓ ଜନସହଭାଗିତାରେ ଏମସିଏଲ୍‌ର ‘ସ୍ୱଚ୍ଛତା ହିଁ ସେବା-୨୦୨୬’ ଅଭିଯାନ

September 25, 2026

ଦିବ୍ରୁଗଡ଼ ସ୍ଥିତ ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 25, 2026

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.