Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ସୁରଟ ଏବଂ ଦାମନ ଗସ୍ତ
ଆଜିର ଖବର

ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ସୁରଟ ଏବଂ ଦାମନ ଗସ୍ତ

June 4, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ
ଆସନ୍ତାକାଲି ପ୍ରଧାନମନ୍ତ୍ରୀଙ୍କ ସୁରଟ ଏବଂ ଦାମନ ଗସ୍ତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୫ ଜୁନ୍, ୨୦୨୬ରେ ଗୁଜରାଟ ଏବଂ ଦାମନ ଗସ୍ତ କରିବେ। ଦିନ ପ୍ରାୟ ୨ଟା ୩୦ ମିିନିଟରେ, ପ୍ରଧାନମନ୍ତ୍ରୀ ସୁରଟ ଜିଲ୍ଲାର ହାଜିରା ଗସ୍ତ କରିବେ ଏବଂ ଚାଲୁଥିବା ଔଦ୍ୟୋଗିକ କାର୍ଯ୍ୟ ଓ ଭିତ୍ତିଭୂମିର ସମୀକ୍ଷା କରିବେ। ଅପରାହ୍ନ ପ୍ରାୟ ୪ଟା ୧୫ରେ ପ୍ରଧାନମନ୍ତ୍ରୀ ସୁରଟରେ ପ୍ରାୟ ୧୮,୮୦୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ ଓ ଲୋକାର୍ପଣ କରି ଉପସ୍ଥିତ ସମାବେଶକୁ ସମ୍ବୋଧିତ କରିବେ।

ପ୍ରଧାନମନ୍ତ୍ରୀ ତା’ପରେ ଦାମନ ଯାତ୍ରା କରିବେ, ଯେଉଁଠାରେ ସନ୍ଧ୍ୟା ପ୍ରାୟ ୬ଟା ୧୫ରେ ଦାମନରେ ସେ ନମୋ ବିମାନବନ୍ଦରର ନୂତନ ଟର୍ମିନାଲ କୋଠାର ଉଦଘାଟନ କରିବେ। ଏହାପରେ ଦାମନରେ ନମୋ ହସପିଟାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରାଯିବ।  ସନ୍ଧ୍ୟା ପ୍ରାୟ ୭ଟା ୧୫ରେ ପ୍ରଧାନମନ୍ତ୍ରୀ ଦାମନରେ ପ୍ରାୟ ୨,୯୭୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ, ଲୋକାର୍ପଣ ଓ ଶିଳାନ୍ୟାସ ମଧ୍ୟ କରିବେ। ସେ କେନ୍ଦ୍ରଶାସିତ ଅଞ୍ଚଳ ଲାକ୍ଷାଦ୍ୱୀପ ପାଇଁ ପ୍ରାୟ ୮୮୫ କୋଟି ଟଙ୍କାର ଚାରୋଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରିବେ। ଏହି ଅବସରରେ ସେ ଉପସ୍ଥିତ ସମାବେଶକୁ ସମ୍ବାଧିତ କରିବେ।

ଗୁଜରାଟ ଦାମନ ନରେନ୍ଦ୍ର ମୋଦୀ ସୁରଟ
Share. Facebook Twitter LinkedIn Email WhatsApp Copy Link

Related Posts

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026
Latest News

ବେଆଇନ ବାଲି ଚାଲାଣ ଅଭିଯୋଗ: ଦୁଇ ହାଇୱା ଜବତ

June 25, 2026

ରାଶିଫଳ: ଆଜି ଜୁନ୍ ୨୫ ତାରିଖ ଗୁରୁବାରରେ ଏହି ରାଶିର ବ୍ୟବସାୟ ବୃଦ୍ଧି ଘଟିବ, ଧନ ଆସିବ

June 25, 2026

ଲୋହଗଡ଼ ଫୋର୍ଟ ମାମଲା: ତଦନ୍ତରେ ନୂଆ ମୋଡ଼, ସିସିଟିଭି ଫୁଟେଜ୍ ଓ ପରିବାର ବୟାନରେ ଖୋଲୁଛି ରହସ୍ୟ

June 25, 2026

ଏଣିକି ବିବାହ କାର୍ଡରେ ଜନ୍ମ ତାରିଖ ବାଧ୍ୟତାମୂଳକ !

June 25, 2026

ନବରଙ୍ଗପୁରରେ ହତ୍ୟା ମାମଲା: ଅଭିଯୁକ୍ତକୁ ୬ ବର୍ଷ ସଶ୍ରମ କାରାଦଣ୍ଡ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.