ଭୁବନେଶ୍ବର : OERC (ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ)ର ନୂଆ ସଦସ୍ୟ ଭାବେ ସୁଧାଂଶୁ ବଡପଣ୍ଡାଙ୍କୁ ନିଯୁକ୍ତି ଦିଆଯାଇଛି । ଶକ୍ତି ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଗ୍ରୀଡ କଣ୍ଟ୍ରୋଲର ଅଫ ଇଣ୍ଡିଆର ନିର୍ଦ୍ଦେଶକ ଥିଲେ ସୁଧାଂଶୁ ।