Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ

June 5, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ
ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରସ୍ଥିତ ଉତ୍କଳ ଗ୍ୟାଲେରିଆ ମଲ୍‌ର ‘ପିଭିଆର ସିନେମାସ’ (PVR Cinemas) ଠାରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ଏକ ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ପ୍ରସିଦ୍ଧ ସିନେ ତାରକା ତଥା ସାଂସଦ କଙ୍ଗନା ରନାୱତ୍‌ଙ୍କ ସମେତ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ମନ୍ତ୍ରୀ ଗଣ ଏଵଂ ରାଜ୍ୟର ପ୍ରମୁଖ ନେତୃବୃନ୍ଦ ଏକତ୍ର ବସି ଚଳଚ୍ଚିତ୍ରଟିକୁ ଦେଖିଥିଲେ।

କଙ୍ଗନା ନିଜ ଅଦମ୍ୟ ପରିଶ୍ରମରେ ଯେଉଁ ସଫଳତା ହାସଲ କରିଛନ୍ତି, ତାହା ନବାଗତ ମାନଙ୍କ ପାଇଁ ପ୍ରେରଣାଦାୟୀ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି।

ଏହି ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ କାର୍ଯ୍ୟକ୍ରମରେ ‘ଭାରତ ଭାଗ୍ୟ ବିଧାତା’ ଚଳଚ୍ଚିତ୍ରର ପୁରା ଟିମ୍ ସଦସ୍ୟ, ଓଡ଼ିଶା ଚଳଚ୍ଚିତ୍ର ଜଗତର ଅନ୍ୟାନ୍ୟ ପ୍ରତିଭାବାନ ବ୍ୟକ୍ତିତ୍ୱ, ବହୁ ସଂଖ୍ୟାରେ ଗଣମାଧ୍ୟମର ପ୍ରତିନିଧି ଏବଂ ସ୍ଥାନୀୟ ସିନେପ୍ରେମୀ ଜନସାଧାରଣ ଏହି ସ୍ୱତନ୍ତ୍ର ଉତ୍ସବରେ ସାମିଲ ହୋଇଥିଲେ।

ଏହା ପୂର୍ବରୁ, ଆଜି ‘ବିଶ୍ୱ ପରିବେଶ ଦିବସ’ ଅବସରରେ ମୁଖ୍ୟମନ୍ତ୍ରୀ ଓ ଚଳଚ୍ଚିତ୍ର ଅଭିନେତ୍ରୀ ତଥା ସାଂସଦ କଙ୍ଗନା ରଣାୱତ ‘ଏକ୍ ପେଡ୍ ମା କେ ନାମ୍’ ଅଭିଯାନ ରେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ଠାରେ ବୃକ୍ଷ ରୋପଣ କରିଛନ୍ତି।

PVR Cinemas ଉତ୍କଳ ଗ୍ୟାଲେରିଆ ଭାରତ ଭାଗ୍ୟ ବିଧାତା
Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ନାମଲାଇଙ୍କ ପରେ, ଦଳ ଛାଡିଲେ ତାମିଲନାଡୁ ବିଜେପି ଉପାଧ୍ୟକ୍ଷ ଓ ସଚିବ

June 5, 2026

ଜିଲ୍ଲାପାଳଙ୍କ ଅଫିସରେ ଝୁଲନ୍ତା ମୃତଦେହ

June 5, 2026

ଖୋର୍ଦ୍ଧା ରୋଡ଼ ଡିଭିଜନରେ ଯାତ୍ରୀବାହୀ ଟ୍ରେନ୍ ସେବା ଅସ୍ଥାୟୀ ଭାବେ ବାତିଲ

June 5, 2026

ପୂର୍ବତଟ ରେଳପଥ ପକ୍ଷରୁ ବିଶ୍ୱ ପରିବେଶ ଦିବସ ୨୦୨୬ ପାଳିତ

June 5, 2026
Latest News

ଉତ୍କଳ ଗ୍ୟାଲେରିଆରେ ଚଳଚ୍ଚିତ୍ର ‘ଭାରତ ଭାଗ୍ୟ ବିଧାତା’ର ସ୍ୱତନ୍ତ୍ର ସ୍କ୍ରିନିଙ୍ଗ୍ ଦେଖିଲେ ମୁଖ୍ୟମନ୍ତ୍ରୀ

June 5, 2026

ଅନ୍ନାମଲାଇଙ୍କ ପରେ, ଦଳ ଛାଡିଲେ ତାମିଲନାଡୁ ବିଜେପି ଉପାଧ୍ୟକ୍ଷ ଓ ସଚିବ

June 5, 2026

ଜିଲ୍ଲାପାଳଙ୍କ ଅଫିସରେ ଝୁଲନ୍ତା ମୃତଦେହ

June 5, 2026

ଖୋର୍ଦ୍ଧା ରୋଡ଼ ଡିଭିଜନରେ ଯାତ୍ରୀବାହୀ ଟ୍ରେନ୍ ସେବା ଅସ୍ଥାୟୀ ଭାବେ ବାତିଲ

June 5, 2026

ପୂର୍ବତଟ ରେଳପଥ ପକ୍ଷରୁ ବିଶ୍ୱ ପରିବେଶ ଦିବସ ୨୦୨୬ ପାଳିତ

June 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.