Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚନ୍ଦ୍ର କକ୍ଷପଥରେ ଚନ୍ଦ୍ରଯାନ -୨
ଆଜିର ଖବର

ଚନ୍ଦ୍ର କକ୍ଷପଥରେ ଚନ୍ଦ୍ରଯାନ -୨

August 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚନ୍ଦ୍ର କକ୍ଷପଥର ପ୍ରବେଶ କଲା ଚନ୍ଦ୍ରଯାନ-୨ ।  ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ ଚନ୍ଦ୍ରଯାନ-୨ । ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପାଇଁ ସଫଳତା ମିଳିଛି । ଆଜି ଭାରତୀୟ ଉପଗ୍ରହ ଚନ୍ଦ୍ରଯାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ । ଭାରତୀୟ ମହାକାଶ ଗବେଷଣା ସଂସ୍ଥା ମଙ୍ଗଳବାର ପୂର୍ବାହ୍ଣ ୮ଟା ୩୦ରୁ ୯ଟା ୩୦ ମଧ୍ୟ ଚନ୍ଦ୍ରଯାନ-୨ର ରକେଟ ଇଞ୍ଜିନ ବ୍ୟବହାର କରି ଚନ୍ଦ୍ରପୃଷ୍ଟରେ ପହଂଚାଇବା ଅଭିଯାନ ପୂରା କରିଛି। ଚନ୍ଦ୍ରଯାନ-୨ର ଚନ୍ଦ୍ରପୃଷ୍ଠରେ ପହଞ୍ଚିବା ପରେ ଇସ୍ରୋ ପୃଷ୍ଠ ଭିତରେ ସ୍ପେସକ୍ରାଫ୍ଟରେ ୪ ଥର (ଅଗଷ୍ଟ ୨୧, ୨୮ ଓ ୩୦ ଏବଂ ସେପ୍ଟେମ୍ବର ୧) ପରିକ୍ରମ କରିବ । ଏହା ପରେ ଚନ୍ଦ୍ରର ଧୃବ ଉପର ଦେଇ ୧୦୦ କିଲେମିଟର ଦୂର ନିଜର ଅନ୍ତିମ ଲକ୍ଷ୍ୟସ୍ଥଳରେ ପହଂଚିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Latest News

ଏପରି ପରାଜୟକୁ ଭୁଲିପାରିବେ ନାହିଁ ପାକିସ୍ତାନୀ: ଦୁବାଇରେ ପୁଣି ଥରେ ଧୋଇଲା ଭାରତ

September 22, 2025

ଟ୍ରମ୍ପଙ୍କ ‘ଭିସା ବୋମା’କୁ ଏଡ଼ାଇବା ପାଇଁ ଉପାୟ ପାଇଲେ ଭାରତୀୟ; ଜାଣନ୍ତୁ ବିକଳ୍ପ

September 21, 2025

ରାଜରାସ୍ତାରେ ସରକାରୀ ମାଧ୍ୟମିକ ସ୍କୁଲ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ ସଂଘ

September 21, 2025

ଆସନ୍ତୁ ଏପରି ଉତ୍ପାଦ କିଣିବା ଯାହା ଭାରତରେ ତିଆରି ହୋଇଛି: ପ୍ରଧାନମନ୍ତ୍ରୀ

September 21, 2025

ନବ ବିବାହିତ ଯୁବକଙ୍କ ଆତ୍ମହତ୍ୟା

September 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.