Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚନ୍ଦ୍ର କକ୍ଷପଥରେ ଚନ୍ଦ୍ରଯାନ -୨
ଆଜିର ଖବର

ଚନ୍ଦ୍ର କକ୍ଷପଥରେ ଚନ୍ଦ୍ରଯାନ -୨

August 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚନ୍ଦ୍ର କକ୍ଷପଥର ପ୍ରବେଶ କଲା ଚନ୍ଦ୍ରଯାନ-୨ ।  ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିବ ଚନ୍ଦ୍ରଯାନ-୨ । ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପାଇଁ ସଫଳତା ମିଳିଛି । ଆଜି ଭାରତୀୟ ଉପଗ୍ରହ ଚନ୍ଦ୍ରଯାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ । ଭାରତୀୟ ମହାକାଶ ଗବେଷଣା ସଂସ୍ଥା ମଙ୍ଗଳବାର ପୂର୍ବାହ୍ଣ ୮ଟା ୩୦ରୁ ୯ଟା ୩୦ ମଧ୍ୟ ଚନ୍ଦ୍ରଯାନ-୨ର ରକେଟ ଇଞ୍ଜିନ ବ୍ୟବହାର କରି ଚନ୍ଦ୍ରପୃଷ୍ଟରେ ପହଂଚାଇବା ଅଭିଯାନ ପୂରା କରିଛି। ଚନ୍ଦ୍ରଯାନ-୨ର ଚନ୍ଦ୍ରପୃଷ୍ଠରେ ପହଞ୍ଚିବା ପରେ ଇସ୍ରୋ ପୃଷ୍ଠ ଭିତରେ ସ୍ପେସକ୍ରାଫ୍ଟରେ ୪ ଥର (ଅଗଷ୍ଟ ୨୧, ୨୮ ଓ ୩୦ ଏବଂ ସେପ୍ଟେମ୍ବର ୧) ପରିକ୍ରମ କରିବ । ଏହା ପରେ ଚନ୍ଦ୍ରର ଧୃବ ଉପର ଦେଇ ୧୦୦ କିଲେମିଟର ଦୂର ନିଜର ଅନ୍ତିମ ଲକ୍ଷ୍ୟସ୍ଥଳରେ ପହଂଚିବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ଖୋଲିବ CBSEର ପୁନଃମୂଲ୍ୟାୟନ ପୋର୍ଟାଲ: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

May 31, 2026

ଟିମ୍ ଇଣ୍ଡିଆରେ ଯୋଗଦେଲେ ରୁତୁରାଜ ଗାୟକ୍ଵାଡ଼: ଏହି ଖେଳାଳିଙ୍କ ସ୍ଥାନରେ ମିଳିଲା ସୁଯୋଗ

May 31, 2026

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ସାଂସଦ?

May 31, 2026

ବିଜେପିରେ ସାମିଲ ହେଲେ ବିଜେଡି ନେତା ରୁଦ୍ର ସାମନ୍ତରାୟ ଏବଂ ମିଲନ ପାଇକରାୟ

May 31, 2026
Latest News

ଆସନ୍ତାକାଲି ଖୋଲିବ CBSEର ପୁନଃମୂଲ୍ୟାୟନ ପୋର୍ଟାଲ: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

May 31, 2026

ଟିମ୍ ଇଣ୍ଡିଆରେ ଯୋଗଦେଲେ ରୁତୁରାଜ ଗାୟକ୍ଵାଡ଼: ଏହି ଖେଳାଳିଙ୍କ ସ୍ଥାନରେ ମିଳିଲା ସୁଯୋଗ

May 31, 2026

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ସାଂସଦ?

May 31, 2026

ବିଜେପିରେ ସାମିଲ ହେଲେ ବିଜେଡି ନେତା ରୁଦ୍ର ସାମନ୍ତରାୟ ଏବଂ ମିଲନ ପାଇକରାୟ

May 31, 2026

RCB ନା ଗୁଜରାଟ, ଫାଇନାଲ କିଏ ଜିତିବ?: ଭବିଷ୍ୟବାଣୀ କଲେ ରବିଚନ୍ଦ୍ରନ୍ ଅଶ୍ୱିନ

May 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.