Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଲଟିଲା ଟ୍ରକ; ଅଟୋ ଚେପା
ଆଜିର ଖବର

ଓଲଟିଲା ଟ୍ରକ; ଅଟୋ ଚେପା

June 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ: ମଧୁପାଟଣା ପୋଲ ତଳେ ଓଲଟିଲା ଟ୍ରକ । ରାସ୍ତା ବୁଲିବା ବେଳେ ସାର ବୋଝେଇ ଟ୍ରକଟି ଓଲଟି ପଡିଥିଲା ।  ଟ୍ରକ ତଳେ ଚାପି ହେଲା ଅଟୋ । ଅଟୋ ଡ୍ରାଇଭର ଗୁରୁତର । ଅଟୋରେ ଥିବା ଅନ୍ୟ 3 ଜଣ ଆହତ ହୋଇଛନ୍ତି।  ଏଥିପାଇଁ ମଧୁପାଟଣା ଛକରେ ଟ୍ରାଫିକ ସମସ୍ୟା ଦେଖାଦେଇଛି । ଟ୍ରକଟି ଭୁବନେଶ୍ଵର ଆଡୁ ଦ୍ରୁତ ଗତିରେ  କଟକ ଆସୁଥିଲା । ଏବେ ଟ୍ରକ ଡ୍ରାଇଭରକୁ ପୋଲିସ ଅଟକ ରଖିଛି ।

ଆକ୍ସିଡେଣ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ଦକ୍ଷତା ପ୍ରତିଯୋଗିତା ସାଂଘାଇ ୨୦୨୬ରେ ୧୦ମ ସ୍ଥାନ ହାଲ କଲା ଭାରତ

September 29, 2026

‘ପ୍ରହାର-ସିଟି ନୀତି ଏବଂ ରଣନୀତି’ ଉପରେ ଏକ ସମ୍ମିଳନୀକୁ ଉଦଘାଟନ କଲେ ଅମିତ ଶାହ

September 29, 2026

‘ଇଣ୍ଡିଆ ଏନର୍ଜି ୱିକ୍ ୨୦୨୭’ ର ପ୍ରାରମ୍ଭିକ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2026

ସେପ୍ଟେମ୍ବର ୨୯ ତାରିଖରେ ଏହି ପାଞ୍ଚୋଟି ରାଶିର ଚମକିବ ଭାଗ୍ୟ

September 29, 2026
Latest News

ୟୁପି ରାଜ୍ୟସଭା ନିର୍ବାଚନ: ୧୦ମ ଆସନ ପାଇଁ ଜୋରଦାର ଲଢ଼େଇ; ଜାଣନ୍ତୁ କ୍ରସ୍-ଭୋଟିଂ ଓ ସଂଖ୍ୟାର ପୂର୍ଣ୍ଣ ହିସାବ

September 29, 2026

ଶିଶୁଙ୍କୁ ନିମୋନିଆ: କାରଣ, ଲକ୍ଷଣ ଓ ସାବଧାନତା

September 29, 2026

ଷଷ୍ଠ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ତ୍ରି-ଭାଷା ନୀତିରୁ ଛାଡ଼ କରିବାକୁ ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

September 29, 2026

ବିଶ୍ୱ ଦକ୍ଷତା ପ୍ରତିଯୋଗିତା ସାଂଘାଇ ୨୦୨୬ରେ ୧୦ମ ସ୍ଥାନ ହାଲ କଲା ଭାରତ

September 29, 2026

ସୁପ୍ରିମକୋର୍ଟଙ୍କ କଠୋର ପରାମର୍ଶ: ଟ୍ରାଫିକ୍ ଚାଲାଣ ନଦେଲେ କଟିବ ବିଜୁଳି ସଂଯୋଗ

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.