Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ
ଆଜିର ଖବର

ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ

June 8, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତୀୟ ରେଳବାଇ
ରେଳ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହର ଉପକଣ୍ଠ ତଥା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲୀ ଗ୍ରାମର ସାଗର ଜେନା ନାମକ ଜଣେ ଯୁବକ ବ୍ରହ୍ମପୁର ରେଳଷ୍ଟେସନରେ ଚଳନ୍ତା ଟ୍ରେନରୁ ଖସି ମୃତ୍ୟୁ ବରଣ କରିଥିବା ଜଣାପଡିଛି। ମୃତ ସାଗର କାମ ଅନ୍ବେଷଣରେ ଚେନ୍ନାଇ ଯିବା ପାଇଁ ଭୁଲବଶତଃ ଗୋଟିଏ ଟ୍ରେନରେ ଚଢ଼ି ଯାଇଥିଲେ। ଟ୍ରେନରୁ ଓହ୍ଲାଇଲା ବେଳେ ରେଳର ଗତି ବଢ଼ିଯାଇଥିଲା। ଯାହା ଫଳରେ ସେ ଗାଡ଼ିରୁ ଖସି ଗୁରୁତର ଆହତ ହୋଇଥିଲେ ଓ ତାଙ୍କୁ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ରେଳବାଇ ପୋଲିସ୍ ଡାକ୍ତରଖାନାରେ ପହଞ୍ଚି ଶବ ବ୍ୟବଚ୍ଛେଦ କରିବା ପରେ ପରିବାରକୁ ହସ୍ତାନ୍ତର କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛନ୍ତି।

ଟ୍ରେନରୁ ଖସି ଯୁବକଙ୍କ ମୃତ୍ୟୁ ଦିଗପହଣ୍ଡି ଥାନା ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ଐତିହାସିକ ଜାପାନୀ ପୁଞ୍ଜିନିବେଶ: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

July 4, 2026

ଲଘୁଚାପ ସକ୍ରିୟ : ପାଞ୍ଚଦିନ ବର୍ଷିବ

July 4, 2026

ଓମ୍ସା ଡାକ୍ତରଙ୍କ ଆନ୍ଦୋଳନ ମଧ୍ୟରେ ରୋଗୀ ସେବାରେ ଆୟୁଷ, ଏମଏଚୟୁ ଓ ଆରବିଏସକେ ଡାକ୍ତର

July 4, 2026

ଲଗାଣ ବର୍ଷାରେ ଧୋଇଗଲା କୁଲିଆପାଲି ବ୍ରିଜ୍‌ର ଡାଇଭର୍ସନ ରାସ୍ତା; ଯାତାୟାତ ଠପ୍, ହଜାର ହଜାର ଲୋକ ହନ୍ତସନ୍ତ

July 4, 2026
Latest News

ଓଡ଼ିଶାରେ ଐତିହାସିକ ଜାପାନୀ ପୁଞ୍ଜିନିବେଶ: ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବ୍ରହ୍ମପୁର ସାଂସଦ

July 4, 2026

ଲଘୁଚାପ ସକ୍ରିୟ : ପାଞ୍ଚଦିନ ବର୍ଷିବ

July 4, 2026

ଓମ୍ସା ଡାକ୍ତରଙ୍କ ଆନ୍ଦୋଳନ ମଧ୍ୟରେ ରୋଗୀ ସେବାରେ ଆୟୁଷ, ଏମଏଚୟୁ ଓ ଆରବିଏସକେ ଡାକ୍ତର

July 4, 2026

ଲଗାଣ ବର୍ଷାରେ ଧୋଇଗଲା କୁଲିଆପାଲି ବ୍ରିଜ୍‌ର ଡାଇଭର୍ସନ ରାସ୍ତା; ଯାତାୟାତ ଠପ୍, ହଜାର ହଜାର ଲୋକ ହନ୍ତସନ୍ତ

July 4, 2026

ପାକିସ୍ତାନର ବଲୁଚିସ୍ତାନରେ ଭୟଙ୍କର ଆତ୍ମଘାତୀ ଆକ୍ରମଣ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.