Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବରମୁଣ୍ଡା ବସଷ୍ଟାଣ୍ଡରୁ ୪ ଯୁବତୀ ଉଦ୍ଧାର
ଆଜିର ଖବର

ବରମୁଣ୍ଡା ବସଷ୍ଟାଣ୍ଡରୁ ୪ ଯୁବତୀ ଉଦ୍ଧାର

June 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବରମୁଣ୍ଡା ବସଷ୍ଟାଣ୍ଡରୁ ଅପହୃତ ୪ ଜଣ ଯୁବତୀଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରେ ଜଣେ ନାବାଳିକା ଥିବା ସୂଚନା ମିଳିଛି। ରାତି ସମୟରେ ସେମାନଙ୍କୁ ଅନ୍ୟ ରାଜ୍ୟକୁ ଚାଲାଣ କରାଯାଉଥିବା ବେଳେ ବସଷ୍ଟାଣ୍ଡର ସୁରକ୍ଷା କର୍ମୀମାନେ ସନ୍ଦେହ କରି ଉଦ୍ଧାର କରିଥିଲେ।

ଉଦ୍ଧାର ପରେ ଚାରି ଯୁବତୀଙ୍କୁ ଏକ ଷ୍ଟେ ହୋମ୍‌ରେ ରଖାଯାଇଛି। ପ୍ରାଥମିକ ତଦନ୍ତରୁ ଏହା ମାନବ ଚାଲାଣ ସହ ଜଡିତ ଥାଇପାରେ ବୋଲି ସନ୍ଦେହ କରାଯାଉଛି। ଏହି ଘଟଣାରେ କୌଣସି ଆଶ୍ରମର କିଛି କର୍ମଚାରୀଙ୍କ ସମ୍ପୃକ୍ତି ଥିବା ନେଇ ମଧ୍ୟ ଅନୁମାନ କରାଯାଉଛି।

ଘଟଣା ସମ୍ପର୍କରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଯୁବତୀମାନଙ୍କୁ କେଉଁଠାକୁ ନିଆଯାଉଥିଲା ଏବଂ ଏହା ପଛରେ କିଏ ରହିଛି, ସେନେଇ ଖୋଳତାଡ଼ ଚାଲିଛି। ତଦନ୍ତ ପରେ ଘଟଣାର ଅଧିକ ତଥ୍ୟ ସାମ୍ନାକୁ ଆସିବ ବୋଲି ପୁଲିସ କହିଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଚିର ନିଦ୍ରାରେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ସଂଗୀତ ଜଗତରେ ଶୋକର ଛାୟା

August 21, 2026

୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବେ ଗୋବିନ୍ଦା!: ଜାଣନ୍ତୁ କିଏ ସେ ଅଭିନେତ୍ରୀ?

August 21, 2026

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026

ଭୟଙ୍କର ସଡ଼କ ଦୁର୍ଘଟଣା, ମହିଳାଙ୍କ ସମେତ ୨ ଶିଶୁ ମୃତ

August 21, 2026
Latest News

ଚିର ନିଦ୍ରାରେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ, ସଂଗୀତ ଜଗତରେ ଶୋକର ଛାୟା

August 21, 2026

ପେଲେଟ୍ ଗନ୍ ମାମଲା: ପୋଲିସ ଷ୍ଟେସନ ବାହାରେ ଧାରଣାରେ ବସିଲେ ରାହୁଲ ଗାନ୍ଧୀ

August 21, 2026

୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବେ ଗୋବିନ୍ଦା!: ଜାଣନ୍ତୁ କିଏ ସେ ଅଭିନେତ୍ରୀ?

August 21, 2026

‘ଇଥାନଲ ଯୋଗୁଁ ମହଙ୍ଗା ହେଲା ଚିନି’: ମୋଦି ସରକାରଙ୍କୁ ଟାର୍ଗେଟ କଲା କଂଗ୍ରେସ

August 21, 2026

ଭିଜିଲାନ୍ସ ଜାଲରେ ତହସିଲଦାର, ୫ ଲକ୍ଷ ଟଙ୍କା ସହ ଧରାପଡ଼ିଲେ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.