Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ: ଓଡିଶାରେ କେବେ ପହଞ୍ଚିବ?
ଆଜିର ଖବର

ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ: ଓଡିଶାରେ କେବେ ପହଞ୍ଚିବ?

June 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
rain
ଦ୍ରୁତ ଗତିରେ ଆଗକୁ ବଢ଼ୁଛି ମୌସୁମୀ ବାୟୁ: ଓଡିଶାରେ କେବେ ପହଞ୍ଚିବ?

ନୂଆଦିଲ୍ଲୀ: ମୌସୁମୀ ବାୟୁ ଦକ୍ଷିଣ ଭାରତକୁ ଆଚ୍ଛାଦିତ କରିବା ପରେ ଆଜି ମୌସୁମୀ ବାୟୁ ଉତ୍ତର-ପୂର୍ବ ଭାରତର ସମସ୍ତ ରାଜ୍ୟକୁ ମଧ୍ୟ ଆଚ୍ଛାଦିତ କରିଛି। ଭାରତ ପାଣିପାଗ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଗତ ପାଞ୍ଚ ଦିନ ମଧ୍ୟରେ ମୌସୁମୀ ବାୟୁ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ ସହିତ କେରଳ, ତାମିଲନାଡୁ, କର୍ଣ୍ଣାଟକ, ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା, ମହାରାଷ୍ଟ୍ର ଏବଂ ଗୋଆରେ ପହଞ୍ଚିଛି। ଆଜି ପାଣିପାଗ ବିଭାଗ କହିଛି ଯେ, ମୌସୁମୀ ବାୟୁ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକ, ସମସ୍ତ ସିକିମ ଏବଂ ଉପ-ହିମାଳାୟ ପଶ୍ଚିମବଙ୍ଗର କିଛି ଅଂଶରେ ଆଗକୁ ବଢ଼ବ। ଏହି ସମସ୍ତ ରାଜ୍ୟରେ ମୌସୁମୀ ବର୍ଷା ରେକର୍ଡ କରାଯାଉଛି।

ଉତ୍ତର-ପୂର୍ବ ଭାରତରେ ପହଞ୍ଚିବ ମୌସୁମୀ ବାୟୁ

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗାମୀ ଚାରିରୁ ପାଞ୍ଚ ଦିନ ମଧ୍ୟରେ ମହାରାଷ୍ଟ୍ର, କର୍ଣ୍ଣାଟକ, ତେଲେଙ୍ଗାନା, ଆନ୍ଧ୍ର ପ୍ରଦେଶ ଏବଂ ପଶ୍ଚିମବଙ୍ଗର କିଛି ଅଂଶକୁ ଆଚ୍ଛାଦିତ କରିବ। ତାମିଲନାଡୁ, ଛତିଶଗଡ଼, ଓଡ଼ିଶା, ଝାଡ଼ଖଣ୍ଡ ଏବଂ ବିହାରର କିଛି ଅଂଶରେ ଏହାର ଅଗ୍ରଗତି ପାଇଁ ଅନୁକୂଳ ପରିସ୍ଥିତି ସୃଷ୍ଟି ହେଉଛି। ଏଥର ତିନି ଦିନ ବିଳମ୍ବରେ ଅର୍ଥାତ ଜୁନ୍ ୪ ତାରିଖରେ ମୌସୁମୀ କେରଳ ଉପକୂଳରେ ପହଞ୍ଚିଥିଲା।

Latest Update monsoon
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.