Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେପ୍ଟେମ୍ବର ୧ରୁ ଲାଗୁ ହେବ ‘ଓ୍ବାନ୍‌ ନେସନ୍‌ ଓ୍ବାନ୍‌ ରାସନ୍‌ କାର୍ଡ’ :ରଣେନ୍ଦ୍ର ପ୍ରତାପ ସ୍ବାଇଁ
ଆଜିର ଖବର

ସେପ୍ଟେମ୍ବର ୧ରୁ ଲାଗୁ ହେବ ‘ଓ୍ବାନ୍‌ ନେସନ୍‌ ଓ୍ବାନ୍‌ ରାସନ୍‌ କାର୍ଡ’ :ରଣେନ୍ଦ୍ର ପ୍ରତାପ ସ୍ବାଇଁ

August 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କେନ୍ଦ୍ର ସରକାରଙ୍କ ପକ୍ଷରୁ “ଓ୍ବାନ୍‌ ନେସନ ୱାନ ରାସନ କାର୍ଡ଼” ବ୍ୟବସ୍ଥା ଖୁବ ଶୀଘ୍ର ଲାଗୁ କରାଯିବ । ସେହି ବ୍ୟବସ୍ଥା ଅନୁସାରେ ଏଣିକି ଯେକୌଣସି ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ମଧ୍ୟ ଏହାର ଅନ୍ତର୍ଗତ ହେବେ। ଯୋଗ୍ୟ ହିତାଧିକାରୀ ବ୍ୟବସ୍ଥାରେ ଯେକୌଣସି ସ୍ଥାନରୁ ରାସନ ପାଇପାରିବେ । ଏହି ବ୍ୟବସ୍ଥା ସେପ୍ଟେମ୍ବର ୧ରୁ ଭୁବନେଶ୍ୱର ମହାନଗର ନିଗମରୁ ଆରମ୍ଭ କରାଯିବ । ପରବର୍ତ୍ତୀ ସମୟରେ ଏହା ସବୁ ସ୍ଥାନରେ ଲାଗୁ କରାଯିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସୂଚନା ଦେଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ମାଷ୍ଟରକ୍ୟାଣ୍ଟିନ ହିଂସାକାଣ୍ଡ: କ୍ଷମା ମାଗିଲା ଅନଲାଇନ ଡ୍ରାଇଭର ସଂଘ

August 21, 2026

ଓଲଟିଲା ପିକଅପ : ୧୦ ଶ୍ରମିକ ଗୁରୁତର

August 21, 2026

ଓଡ଼ିଶାର ଏସଆଇଆର ମଡେଲକୁ ଗ୍ରହଣ କରିବ ମହାରାଷ୍ଟ୍ର: ମୁଖ୍ୟ ନିର୍ବାଚନ ଅଧିକାରୀ

August 21, 2026

ବନ୍ଦେ ମାତରମ୍ ପ୍ରସଙ୍ଗ: କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ

August 21, 2026
Latest News

ମାଷ୍ଟରକ୍ୟାଣ୍ଟିନ ହିଂସାକାଣ୍ଡ: କ୍ଷମା ମାଗିଲା ଅନଲାଇନ ଡ୍ରାଇଭର ସଂଘ

August 21, 2026

ଓଲଟିଲା ପିକଅପ : ୧୦ ଶ୍ରମିକ ଗୁରୁତର

August 21, 2026

ଓଡ଼ିଶାର ଏସଆଇଆର ମଡେଲକୁ ଗ୍ରହଣ କରିବ ମହାରାଷ୍ଟ୍ର: ମୁଖ୍ୟ ନିର୍ବାଚନ ଅଧିକାରୀ

August 21, 2026

ବନ୍ଦେ ମାତରମ୍ ପ୍ରସଙ୍ଗ: କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର ପ୍ରଧାନ

August 21, 2026

ଖରିଫ ଧାନ ସଂଗ୍ରହ ଋତୁ ୨୦୨୬-୨୭ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ତ୍ୱରାନ୍ୱିତ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.