Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ
ଆଜିର ଖବର

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Ravi Narayan Naik Joins Voter List Revision Exercise
Ravi Narayan Naik Joins Voter List Revision Exercise

ଭୁବନେଶ୍ଵର: ଭାରତୀୟ ନିର୍ବାଚନ କମିଶନଙ୍କ ଦ୍ୱାରା ଚାଲିଥିବା ‘ସ୍ୱତନ୍ତ୍ର ସଘନ ସଂଶୋଧନ’ କାର୍ଯ୍ୟକ୍ରମ ଅଧୀନରେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ବୁଥ୍ ସ୍ତରୀୟ ଅଧିକାରୀ-ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ସୁଦୃଢ଼ ଗଣତନ୍ତ୍ର ଗଠନ ପାଇଁ ଭୋଟର ତାଲିକାରେ ନାମ ପଞ୍ଜୀକରଣ ଓ ତାହାର ତ୍ରୁଟିହୀନତା ଅତ୍ୟନ୍ତ ଜରୁରୀ। ଏହି ଅଭିଯାନକୁ ସଫଳ କରିବା ପାଇଁ ପଞ୍ଚାୟତ ସ୍ତରରୁ ସହରାଞ୍ଚଳ ପର୍ଯ୍ୟନ୍ତ ସମସ୍ତ ଯୋଗ୍ୟ ନାଗରିକଙ୍କ ସହଯୋଗ କାମନା କରିଛନ୍ତି ମନ୍ତ୍ରୀ ଶ୍ରୀ ନାଏକ। ସେହିପରି ୧୮ ବର୍ଷ ବୟସ ପୂରଣ କରିଥିବା ଯୁବକ-ଯୁବତୀମାନଙ୍କୁ ନିଜ ନାମ ଭୋଟର ତାଲିକାରେ ପଞ୍ଜୀକରଣ କରିବାକୁ ସେ ଆହ୍ୱାନ ଜଣାଇଛନ୍ତି।

Ravi Narayan Naik Voter List Revision Exercise ରବି ନାରାୟଣ ନାଏକ
Share. Facebook Twitter LinkedIn Email WhatsApp Copy Link

Related Posts

National Doctors’ Day: ଏମ୍ସ ଭୁବନେଶ୍ୱରରେ ଚିକିତ୍ସକ, ଆବାସିକ ଡାକ୍ତର ଏବଂ ଇଣ୍ଟର୍ନଙ୍କୁ ସମ୍ବର୍ଦ୍ଧନା

July 2, 2026

ଭୂମିକମ୍ପ ଏବଂ ଅଗ୍ନି ନିରାପତ୍ତା ସୁରକ୍ଷା ପାଇଁ ପୂର୍ବତଟ ରେଳପଥରେ ମକ୍ ଡ୍ରିଲ୍

July 2, 2026

Odisha IHC MoU: ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

July 2, 2026

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026
Latest News

National Doctors’ Day: ଏମ୍ସ ଭୁବନେଶ୍ୱରରେ ଚିକିତ୍ସକ, ଆବାସିକ ଡାକ୍ତର ଏବଂ ଇଣ୍ଟର୍ନଙ୍କୁ ସମ୍ବର୍ଦ୍ଧନା

July 2, 2026

ଭୂମିକମ୍ପ ଏବଂ ଅଗ୍ନି ନିରାପତ୍ତା ସୁରକ୍ଷା ପାଇଁ ପୂର୍ବତଟ ରେଳପଥରେ ମକ୍ ଡ୍ରିଲ୍

July 2, 2026

Odisha IHC MoU: ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

July 2, 2026

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.