Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚନ୍ଦ୍ରଯାନ-2ର ଅନ୍ତିମ 30 ମିନିଟ୍‌ ଚିନ୍ତାଜନକ ଥିଲା : କେ ଶିବନ୍‌ ନାୟାର
ଆଜିର ଖବର

ଚନ୍ଦ୍ରଯାନ-2ର ଅନ୍ତିମ 30 ମିନିଟ୍‌ ଚିନ୍ତାଜନକ ଥିଲା : କେ ଶିବନ୍‌ ନାୟାର

August 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭାରତର ଚନ୍ଦ୍ର ଅଭିଯାନ ଚନ୍ଦ୍ରଯାନ -2 ମଙ୍ଗଳବାର ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିଛି । ଆଜି ସକାଳ 9.30 ମିନିଟ୍‌ ସମୟରେ ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିଥିଲା ଚନ୍ଦ୍ରଯାନ-2 । ଭାରତର ଏହି ଐତିହାସିକ ମୂହୁର୍ତ୍ତରେ ଇସ୍ରୋର 200 କର୍ମଚାରୀ ମଧ୍ୟ ଉପସ୍ଥିତ ରହିଥିଲେ । ଚନ୍ଦ୍ରରେ ଅବତରଣର ଅନ୍ତିମ 30 ମିନିଟ୍‌ ଅତ୍ୟନ୍ତ ଚିନ୍ତାଜନକ ରହିଥିଲା ବୋଲି ଇସ୍ରୋର ଅଧ୍ୟକ୍ଷ କେ ଶିବନ୍‌ ନାୟାର ପ୍ରକାଶ କରିଛନ୍ତି । ଏହି 30 ମିନିଟ୍‌ ଇସ୍ରୋ ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ରହିଥିଲା ଏବଂ ସମସ୍ତ କର୍ମଚାରୀଙ୍କ ହୃତସ୍ପନ୍ଦନ ରୋକି ହୋଇଯାଇଥିଲା ବୋଲି ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି ଇସ୍ରୋ ଅଧ୍ୟକ୍ଷ । ସେହିପରି ଭାରତର ମନୁଷ୍ୟ ମହାକାଶ ମିଶନ ଗଗନାୟନ ଉପରେ କାର୍ଯ୍ୟ ଜାରି ରହିଛି ଏବଂ ଖୁବ୍‌ଶୀଘ୍ର ଏହା କାର୍ଯ୍ୟକାରୀ କରାଯିବ ବୋଲି ଶିବନ୍‌ ସୂଚନା ଦେଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ ଚନ୍ଦ୍ରଯାନ -2 ଚନ୍ଦ୍ରର ଚାରିଥର ପରିକ୍ରମା ପରେ ଚନ୍ଦ୍ରର ଦକ୍ଷିଣ ମେରୁରେ ପହଞ୍ଚିବ ବୋଲି ଶିବନ୍‌ ପ୍ରକାଶ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026

ଟି-୨୦ ରାଙ୍କିଙ୍ଗରେ ପ୍ରାଧାନ୍ୟ ବିସ୍ତାର କଲା ଭାରତ: ଅଭିଷେକ ନମ୍ବର ଏକ

June 24, 2026

ରାସନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ଭାରତ ସରକାର!: ଜାଣନ୍ତୁ ନୂଆ ନିୟମ

June 24, 2026
Latest News

ଫାଷ୍ଟ-ଟ୍ରାକ୍ କୋର୍ଟରେ ଶୁଣାଣି ଏବଂ ଦଣ୍ଡ…: ଅଯୋଧ୍ୟା ଦାନ ଚୋରି ମାମଲାରେ ଏହି ୪ ଦାବି କଲା ଭିଏଚପି

June 24, 2026

ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଇସ୍ତଫା ଏବଂ ଗିରଫଦାରୀ ଦାବି କଲା କଂଗ୍ରେସ

June 24, 2026

ଟି-୨୦ ରାଙ୍କିଙ୍ଗରେ ପ୍ରାଧାନ୍ୟ ବିସ୍ତାର କଲା ଭାରତ: ଅଭିଷେକ ନମ୍ବର ଏକ

June 24, 2026

ରାସନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ଭାରତ ସରକାର!: ଜାଣନ୍ତୁ ନୂଆ ନିୟମ

June 24, 2026

ଆସନ୍ତାକାଲି ବିଜେଡିରେ ମିଶିବେ ସୁଜାତା କାର୍ତ୍ତିକେୟନ, ଶ୍ରୀମୟୀଙ୍କ ସୂଚନା ପରେ ଚର୍ଚ୍ଚା ଜୋରଦାର

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.