Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରେଢ଼ାଖୋଲରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା
ଆଜିର ଖବର

ରେଢ଼ାଖୋଲରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରେଢ଼ାଖୋଲରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା
ରେଢ଼ାଖୋଲରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମୃଦ୍ଧ ଓଡିଶା ଗଠନ ପାଇଁ ମହିଳାମାନେ ସ୍ବାବଲମ୍ବୀ ସହ ଉଦ୍ୟୋଗୀ ହୋଇ ଆତ୍ମ ନିର୍ଭରଶିଳ ହେବା ସହ ଅନ୍ୟ ମାନଙ୍କୁ ଦିଅନ୍ତୁ ବୋଲି ରେଢ଼ାଖୋଲ ତହସିଲଦାରଙ୍କ କାର୍ଯ୍ୟାଳୟ ସମ୍ବୁଖ ପଡ଼ିଆରେ ଆୟୋଜିତ ବ୍ଲକ ସ୍ତରୀୟ ଲକ୍ଷ ପତି ଦିଦି କର୍ମଶାଳାରେ ଅତିଥି ମାନେ ମତବ୍ୟକ୍ତ କରିଛନ୍ତି। ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଜୀବିକା ମିଶନ ରେଢ଼ାଖୋଲ ବ୍ଲକ୍ ପକ୍ଷରୁ ଏହି କାର୍ଯ୍ୟକ୍ରମ ବିଡ଼ିଓ ରାଜେନ୍ଦ୍ର ନାରାୟଣ ସେନାପତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇ ଥିଲା।

ଏହି କାର୍ଯ୍ୟକ୍ରମରେ ରେଢ଼ାଖୋଲ ଉପଜିଲ୍ଲାପାଳ ରଶ୍ମି ରଞ୍ଜନ ମହାନ୍ତ ମୁଖ୍ୟ ଅତିଥି, ବ୍ଲକ୍ ଅଧ୍ୟକ୍ଷ ପ୍ରଦୀପ ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ଶରତ କୁମାର ପ୍ରଧାନ, ଅତିରିକ୍ତ ତହସିଲଦାର ପ୍ରଭାତ ରଞ୍ଜନ ବିଶ୍ଵାଳ, ଏନଏସି ନିର୍ବାହୀ ଅଧିକାରୀ ରଞ୍ଜନ କୁମାର ମାର୍ଥା, ବିଜେପି ନେତ୍ରୀ ସୁଷମା ମୁଣ୍ଡା, ସିଡିପିଓ ଆରତୀ ମିଶ୍ର, କୃଷି ବିଭାଗ ଅଧିକାରୀ ସମଲେଇ ପ୍ରସାଦ ପରିଡ଼ା ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇ ମହିଳା ମାନଙ୍କୁ ସଶକ୍ତି କରଣ କରିବା ଶହ ଆର୍ଥିକ କ୍ଷେତ୍ରରେ ସ୍ବାବଲମ୍ବୀ ହେବା ପାଇଁ କେନ୍ଦ୍ର ସରକାରଙ୍କ ଏହି ଲକ୍ଷପତି ଯୋଜନା ମହିଳା ମାନଙ୍କ କ୍ଷେତ୍ରରେ ବ୍ୟାପକ ପରିବର୍ତ୍ତନ ଆଣିଛି ବୋଲି ପ୍ରକାଶ କରିଥିଲେ। କାର୍ଯ୍ୟକ୍ରମରେ ବ୍ଲକ ବିଭିନ୍ନ ଅଞ୍ଚଳରୁ ପ୍ରାୟ ୨୦ରୁ ଉର୍ଦ୍ଧ ସ୍ଵୟଂ ସହାୟକ ଗୋଷ୍ଠୀ ଯୋଗ ଦେଇ ନିଜ ଉତ୍ପାଦିତ ସାମଗ୍ରୀ ବିକ୍ରୟ ଷ୍ଟଲ ଖୋଲି ଥିଲେ।

ଏହି ଅବସରରେ ବିଭିନ୍ନ ସଂୟ ସହାୟକ ଗୋଷ୍ଠୀଙ୍କୁ ମଧ୍ୟ ସମ୍ମାନୀତ କରାଯାଇଥିଲା ଓ ସମ୍ବଲପୁର ପଞ୍ଚ ବାଦ୍ୟ ଦଳ, ଖୁବେଲ ଦଣ୍ଡ ଓ ପାଲା ଆଦି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ଥିଲେ।

ଆତ୍ମ ନିର୍ଭରଶିଳ ରେଢାଖୋଲ ଲକ୍ଷପତି ଦିଦି କର୍ମଶାଳା ସମୃଦ୍ଧ ଓଡ଼ିଶା ଗଠନ
Share. Facebook Twitter LinkedIn Email WhatsApp Copy Link

Related Posts

ତନଭିଙ୍କ ଚିକିତ୍ସା ଏବଂ ପରିସ୍ଥିତିର ସମୀକ୍ଷା ପାଇଁ ଏମ୍ସ ନୂଆଦିଲ୍ଲୀ ପକ୍ଷରୁ କମିଟି ଗଠିତ

September 3, 2026

ପୁଡୁଚେରୀ ଉପ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 3, 2026

ଆଜି ସେପ୍ଟେମ୍ବର ୩ ତାରିଖରେ ଏହି ତିନୋଟି ରାଶି ହେବେ ମାଲେମାଲ୍

September 3, 2026

ଓଡ଼ିଶାର ଜଳସେଚନ ସଫଳତା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ, ୫୪ ହଜାର କୋଟିର ଜଳ ଭିତ୍ତିଭୂମି ମଞ୍ଜୁର

September 2, 2026
Latest News

ତନଭିଙ୍କ ଚିକିତ୍ସା ଏବଂ ପରିସ୍ଥିତିର ସମୀକ୍ଷା ପାଇଁ ଏମ୍ସ ନୂଆଦିଲ୍ଲୀ ପକ୍ଷରୁ କମିଟି ଗଠିତ

September 3, 2026

ଇପିଏଫ୍ଓ ଦ୍ୱାରା ସମ୍ଭାବ୍ୟ ହିତାଧିକାରୀଙ୍କଠାରୁ ଆବେଦନ ଆହ୍ୱାନ

September 3, 2026

ନୂତନ ଜିଡିପି ସିରିଜ୍ ଓ ଆକଳନ ପଦ୍ଧତି ନେଇ ସରକାରଙ୍କ ସ୍ପଷ୍ଟୀକରଣ

September 3, 2026

ପୁଡୁଚେରୀ ଉପ ରାଜ୍ୟପାଳଙ୍କୁ ଭେଟିଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 3, 2026

ଆଜି ସେପ୍ଟେମ୍ବର ୩ ତାରିଖରେ ଏହି ତିନୋଟି ରାଶି ହେବେ ମାଲେମାଲ୍

September 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.