Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୋଦି ସରକାରଙ୍କୁ ଟାର୍ଗେଟ୍‌ କଲେ ମନମୋହନ ସିଂହ
ଆଜିର ଖବର

ମୋଦି ସରକାରଙ୍କୁ ଟାର୍ଗେଟ୍‌ କଲେ ମନମୋହନ ସିଂହ

August 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଆଜି ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି । ରାଜୀବ ଗାନ୍ଧିଙ୍କ ୭୫ତମ ଜନ୍ମଜୟନ୍ତୀ ଅବସରରେ ମନମୋହନ ସିଂହ କହିଛନ୍ତି ଯେ, ‘ଦେଶରେ ବଢୁଥିବା ଅସହିଷ୍ଣୁତା ଓ ସାମ୍ପ୍ରଦାୟିକ ଧ୍ରୁବୀକରଣ ଓ ମୁବ୍‌ ଲିଚିଂ ପରି ଘଟଣାଗୁଡ଼ିକ ଆମ ରାଜନୀତି ଓ ସମାଜକୁ କ୍ଷତି ପହଞ୍ଚାଉଛି । ଆମେ ରାଜୀବ ଗାନ୍ଧିଙ୍କ ମାର୍ଗରେ ଚାଲିବା ଉଚିତ୍‌ । ସ୍ବର୍ଗତ ରାଜୀବ ଗାନ୍ଧି ଶାନ୍ତି, ଏକୀକରଣ ଓ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟକୁ ଗୁରୁତ୍ବ ଦେଉଥିଲେ । ଭାରତ ଅବିଭାଜ୍ୟ ଓ ଧର୍ମନିରପେକ୍ଷ ଆମର ରାଷ୍ଟ୍ରବାଦର ଆଧାର । କୌଣସି ଧର୍ମ ବିଦ୍ବେଷ ତଥା ଅସହିଷ୍ଣୁତାର ଶିକ୍ଷା ଦିଏ ନାହିଁ  ବୋଲି କହିଛନ୍ତି ମନମୋହନ ସିଂହ । ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂହ ସୋମବାର ଦିନ ରାଜସ୍ଥାନରୁ କଂଗ୍ରେସର ପ୍ରାର୍ଥୀ ଭାବେ ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନର୍ବାଚିତ ହୋଇଛନ୍ତି। ସେ ଅଗଷ୍ଟ ୧୩ରେ ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ଖୋଲିବ CBSEର ପୁନଃମୂଲ୍ୟାୟନ ପୋର୍ଟାଲ: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

May 31, 2026

ଟିମ୍ ଇଣ୍ଡିଆରେ ଯୋଗଦେଲେ ରୁତୁରାଜ ଗାୟକ୍ଵାଡ଼: ଏହି ଖେଳାଳିଙ୍କ ସ୍ଥାନରେ ମିଳିଲା ସୁଯୋଗ

May 31, 2026

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ସାଂସଦ?

May 31, 2026

ବିଜେପିରେ ସାମିଲ ହେଲେ ବିଜେଡି ନେତା ରୁଦ୍ର ସାମନ୍ତରାୟ ଏବଂ ମିଲନ ପାଇକରାୟ

May 31, 2026
Latest News

ଆସନ୍ତାକାଲି ଖୋଲିବ CBSEର ପୁନଃମୂଲ୍ୟାୟନ ପୋର୍ଟାଲ: ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

May 31, 2026

ଟିମ୍ ଇଣ୍ଡିଆରେ ଯୋଗଦେଲେ ରୁତୁରାଜ ଗାୟକ୍ଵାଡ଼: ଏହି ଖେଳାଳିଙ୍କ ସ୍ଥାନରେ ମିଳିଲା ସୁଯୋଗ

May 31, 2026

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ପ୍ରସଙ୍ଗ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ସାଂସଦ?

May 31, 2026

ବିଜେପିରେ ସାମିଲ ହେଲେ ବିଜେଡି ନେତା ରୁଦ୍ର ସାମନ୍ତରାୟ ଏବଂ ମିଲନ ପାଇକରାୟ

May 31, 2026

RCB ନା ଗୁଜରାଟ, ଫାଇନାଲ କିଏ ଜିତିବ?: ଭବିଷ୍ୟବାଣୀ କଲେ ରବିଚନ୍ଦ୍ରନ୍ ଅଶ୍ୱିନ

May 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.