Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପରୀକ୍ଷା କେନ୍ଦ୍ରକୁ ଯିବା ହେବ ସହଜ, NEET ପ୍ରାର୍ଥୀଙ୍କୁ ମାଗଣା ବସ୍ ସୁବିଧା
ଆଜିର ଖବର

ପରୀକ୍ଷା କେନ୍ଦ୍ରକୁ ଯିବା ହେବ ସହଜ, NEET ପ୍ରାର୍ଥୀଙ୍କୁ ମାଗଣା ବସ୍ ସୁବିଧା

June 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ନିଟ୍ (UG) ପୁନଃପରୀକ୍ଷାକୁ ନଜରରେ ରଖି ରାଜ୍ୟ ସରକାର ପରୀକ୍ଷାର୍ଥୀମାନଙ୍କ ପାଇଁ ଏକ ବଡ଼ ସହାୟତା ଘୋଷଣା କରିଛନ୍ତି। ପରୀକ୍ଷା କେନ୍ଦ୍ରରେ ଛାତ୍ରୀଛାତ୍ରମାନେ ଯେପରି ସହଜରେ ପହଞ୍ଚିପାରିବେ, ସେଥିପାଇଁ OSRTC ବସ୍‌ରେ ମାଗଣା ଯାତ୍ରା ସୁବିଧା ଯୋଗାଇ ଦିଆଯାଇଛି।

ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହି ବ୍ୟବସ୍ଥା ଅନୁଯାୟୀ, ନିଟ୍ (UG) ପରୀକ୍ଷାର୍ଥୀମାନେ ନିଜ ଆଡମିଟ୍ କାର୍ଡ ଦେଖାଇ OSRTC ବସ୍‌ରେ ବିନା ଭଡ଼ାରେ ଯାତ୍ରା କରିପାରିବେ।

ଆସନ୍ତା ୨୧ ତାରିଖରେ ନିଟ୍ (UG) ପୁନଃପରୀକ୍ଷା ଆୟୋଜିତ ହେବ। ଏହି ପରୀକ୍ଷା ପାଇଁ ରାଜ୍ୟର ୧୩୪ଟି କେନ୍ଦ୍ରରେ ମୋଟ ୫୬,୯୮୩ ଜଣ ପରୀକ୍ଷାର୍ଥୀ ଅଂଶଗ୍ରହଣ କରିବେ। ବିଭିନ୍ନ ଜିଲ୍ଲାରୁ ପରୀକ୍ଷା କେନ୍ଦ୍ରକୁ ଯାଉଥିବା ଛାତ୍ରୀଛାତ୍ରମାନଙ୍କ ଯାତାୟାତ ସମସ୍ୟା କମାଇବା ପାଇଁ ଏହି ପଦକ୍ଷେପ ନିଆଯାଇଛି।

ଉଲ୍ଲେଖଯୋଗ୍ୟ ଯେ, ଏହା ପୂର୍ବରୁ ପଞ୍ଜାବ ସରକାର ମଧ୍ୟ ନିଟ୍ ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ସମାନ ଘୋଷଣା କରିଥିଲେ। ସେଠାରେ ଜୁନ୍ ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ପରୀକ୍ଷାର୍ଥୀ ଏବଂ ସେମାନଙ୍କ ସହ ଯାଉଥିବା ଜଣେ ଅଭିଭାବକଙ୍କୁ ପଞ୍ଜାବ ରୋଡୱେଜ୍‌ର ସରକାରୀ ବସ୍‌ରେ ମାଗଣା ଯାତ୍ରା ସୁବିଧା ଦିଆଯିବାକୁ ଘୋଷଣା କରାଯାଇଥିଲା।

neet ମାଗଣା ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଅବହେଳିତ ମୂଳ ମାଧବ ପୀଠ ପ୍ରତି ବାଚସ୍ପତିଙ୍କ ଦୃଷ୍ଟି: ଅଞ୍ଚଳବାସୀଙ୍କ ମନରେ ନୂଆ ଆଶା

June 11, 2026

‘ଜଳ ସଞ୍ଚୟ, ଜନ ଭାଗିଦାରୀ’ ଦ୍ୱାରା ରାଜ୍ୟରେ ରିଚାର୍ଜ ହେଉଛି ଭୂତଳ ଜଳ

June 11, 2026

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପୂର୍ବରୁ ଡିଜିପିଙ୍କ ସୁରକ୍ଷା ସମୀକ୍ଷା

June 11, 2026

ରେଢ଼ାଖୋଲରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026
Latest News

ପରୀକ୍ଷା କେନ୍ଦ୍ରକୁ ଯିବା ହେବ ସହଜ, NEET ପ୍ରାର୍ଥୀଙ୍କୁ ମାଗଣା ବସ୍ ସୁବିଧା

June 11, 2026

ମୋଦୀଙ୍କ ପ୍ରଶଂସା, ମମତାଙ୍କ ପ୍ରତି ନିଷ୍ଠା: ଶତ୍ରୁଘ୍ନ ସିହ୍ନାଙ୍କ ରାଜନୈତିକ ସନ୍ଦେଶ କ’ଣ?

June 11, 2026

ଅବହେଳିତ ମୂଳ ମାଧବ ପୀଠ ପ୍ରତି ବାଚସ୍ପତିଙ୍କ ଦୃଷ୍ଟି: ଅଞ୍ଚଳବାସୀଙ୍କ ମନରେ ନୂଆ ଆଶା

June 11, 2026

‘ଜଳ ସଞ୍ଚୟ, ଜନ ଭାଗିଦାରୀ’ ଦ୍ୱାରା ରାଜ୍ୟରେ ରିଚାର୍ଜ ହେଉଛି ଭୂତଳ ଜଳ

June 11, 2026

ଶ୍ରୀନଗରର ଲାଲ ଚୌକରେ ପାକିସ୍ତାନ ବିରୋଧରେ ପ୍ରତିବାଦ: ପିଓକେ ପୁନଃ ଦଖଲ ପାଇଁ ଦାବି

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.