Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ
ଆଜିର ଖବର

ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

June 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ବେଗୁସରାଇ: ବିହାରର ବେଗୁସରାଇ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୪ ଜଣ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ବିହାରର ବେଗୁସରାଇ ଜିଲ୍ଲାର ସାହେବପୁର କମଲ ଥାନା ଅଞ୍ଚଳ ଅନ୍ତର୍ଗତ NH-31 ର ବଖାଡା ଧଳା ନିକଟରେ ଦୁର୍ଘଟଣା ଘଟିଛି । ତାଲିମ କାର୍ଯ୍ୟକ୍ରମରୁ ଫେରୁଥିବା ବେଳେ ସେମାନଙ୍କ କାର ରାସ୍ତାକଡ଼ରେ ଠିଆ ଥିବା ଏକ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା।

ସୂଚନା ଅନୁଯାୟୀ, ବାଖଦା ଢାଳ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। ଧକ୍କା ଏତେ ଭୟାବହ ଥିଲା ଯେ କାରଟି ଟ୍ରକର ପଛ ଭାଗରେ ଫସି ଯାଇଥିଲା ଏବଂ ଗାଡ଼ିଟି ଗୁରୁତର ଭାବେ କ୍ଷତିଗ୍ରସ୍ତ ହୋଇଥିଲା।

ଦୁର୍ଘଟଣାରେ ୩ ଜଣ ସବ୍-ଇନ୍ସପେକ୍ଟରଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ଆହତ ଅବସ୍ଥାରେ ହସ୍ପିଟାଲକୁ ନେବା ପରେ ପ୍ରାଣ ହରାଇଥିଲେ। ଏହା ସହିତ ମୃତକଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ରତୱାରା ଥାନା ଅଧିକାରୀ ସଜନ କୁମାର ପାସୱାନ, ଆରାର ଥାନା ଅଧିକାରୀ ଜ୍ଞାନେନ୍ଦ୍ର ଅମରେନ୍ଦ୍ର ଏବଂ ବେଲାରୀ ଥାନା ଅଧିକାରୀ ନୀରଜ କୁମାର ଓ ଡ୍ରାଇଭର ଜଣକ ମାଧେପୁରା ଜିଲ୍ଲାର ଉଡାକିଶୁଙ୍ଗଞ୍ଜର ବାସିନ୍ଦା ଥିଲେ ବୋଲି ଜଣାପଡିଛି ।

ଘଟଣାର ସୂଚନା ପାଇବା ପରେ ସ୍ଥାନୀୟ ପୁଲିସ ଓ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଚଳାଇଥିଲେ। ମୃତଦେହଗୁଡ଼ିକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଥିବାବେଳେ ଦୁର୍ଘଟଣାର ସଠିକ୍ କାରଣ ଜାଣିବା ପାଇଁ ତଦନ୍ତ ଆରମ୍ଭ କରାଯାଇଛି।

ଏହି ଦୁର୍ଘଟଣା ପରେ ପୁଲିସ ବିଭାଗ ଓ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

roadaccident
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀର ତୁଘଲକାବାଦରେ ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ୫ ଜଣ ଗୁରୁତର

June 12, 2026

୧୨ ବର୍ଷରେ ୧୧ କୋଟିରୁ ଅଧିକ ନାଗରିକଙ୍କ ସଶକ୍ତୀକରଣ: ସାମାଜିକ ନ୍ୟାୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

June 12, 2026

ରାମଗଡ଼ରେ ୨୦ କିଲୋୱାଟ୍ ଏଫ୍‌ଏମ୍ ଟ୍ରାନ୍ସମିଟର ଲୋକାର୍ପିତ: ପ୍ରସାରଣ ସେବାକୁ ମିଳିବ ନୂଆ ଗତି

June 12, 2026

ବିକଶିତ ଭାରତର ସଂକଳ୍ପ ପ୍ରତ୍ୟେକ ରାଜ୍ୟ, ଜିଲ୍ଲା, ବ୍ଲକ ଏବଂ ଗ୍ରାମର ସାମୂହିକ ସଂକଳ୍ପ ହେବା ଉଚିତ: ପ୍ରଧାନମନ୍ତ୍ରୀ

June 12, 2026
Latest News

ଭୟାବହ ସଡ଼କ ଦୁର୍ଘଟଣା: ୪ ପୁଲିସ କର୍ମଚାରୀଙ୍କ ମୃତ୍ୟୁ

June 12, 2026

ଦିଲ୍ଲୀର ତୁଘଲକାବାଦରେ ଭୟାବହ ଅଗ୍ନିକାଣ୍ଡ: ୩ ମୃତ, ୫ ଜଣ ଗୁରୁତର

June 12, 2026

୧୨ ବର୍ଷରେ ୧୧ କୋଟିରୁ ଅଧିକ ନାଗରିକଙ୍କ ସଶକ୍ତୀକରଣ: ସାମାଜିକ ନ୍ୟାୟ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା

June 12, 2026

ରାମଗଡ଼ରେ ୨୦ କିଲୋୱାଟ୍ ଏଫ୍‌ଏମ୍ ଟ୍ରାନ୍ସମିଟର ଲୋକାର୍ପିତ: ପ୍ରସାରଣ ସେବାକୁ ମିଳିବ ନୂଆ ଗତି

June 12, 2026

ବିକଶିତ ଭାରତର ସଂକଳ୍ପ ପ୍ରତ୍ୟେକ ରାଜ୍ୟ, ଜିଲ୍ଲା, ବ୍ଲକ ଏବଂ ଗ୍ରାମର ସାମୂହିକ ସଂକଳ୍ପ ହେବା ଉଚିତ: ପ୍ରଧାନମନ୍ତ୍ରୀ

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.