Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର
ଆଜିର ଖବର

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଲୋକସେବା ଭବନରେ ଆୟୋଜିତ କ୍ୟାବିନେଟ ବୈଠକରେ ୬ଟି ବିଭାଗର ୮ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଏହି ବୈଠକରେ ଅଧ୍ୟକ୍ଷତା କରିଥିଲେ । ଏହି ପ୍ରସ୍ତାବ ରେ ଓଡିଶା ହସ୍ତଶିଳ୍ପ ଅମଲା ସେବା ନିୟମାବଳୀ ୨୦୨୬ ପ୍ରଣୟନ ପ୍ରସ୍ତାବ ପାରିତ । ୩୬୧ କୋଟିର ହସ୍ତତନ୍ତ ଓ ହସ୍ତକଳା ବିଭାଗର ୧୦ଟି କଳ ପୁନଃ ଆରମ୍ଭ ହେବ । ଦୁଇ ବର୍ଷରେ ମୋଟ ୩୦୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି ।

odishagovt କ୍ୟାବିନେଟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

“୨୦୨୭ ବିଶ୍ଵକପ ଖେଳିବେ କି ନାହିଁ?”: ମୁହଁ ଖୋଲିଲେ ରୋହିତ ଶର୍ମା 

September 10, 2026

ୟୁଏଇର ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର

September 10, 2026

ନନ୍ଦନକାନନରେ ୫ ଓରାଙ୍ଗଓଟାନ୍ ଛୁଆଙ୍କୁ ମ୍ୟୁଜିକ୍ ଥେରାପି: ଆକ୍ଟିଭ୍ କରିବାକୁ ପ୍ରୟାସ

September 10, 2026

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେନି ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରେହମାନ୍

September 10, 2026
Latest News

“୨୦୨୭ ବିଶ୍ଵକପ ଖେଳିବେ କି ନାହିଁ?”: ମୁହଁ ଖୋଲିଲେ ରୋହିତ ଶର୍ମା 

September 10, 2026

ୟୁଏଇର ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର

September 10, 2026

ନନ୍ଦନକାନନରେ ୫ ଓରାଙ୍ଗଓଟାନ୍ ଛୁଆଙ୍କୁ ମ୍ୟୁଜିକ୍ ଥେରାପି: ଆକ୍ଟିଭ୍ କରିବାକୁ ପ୍ରୟାସ

September 10, 2026

ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେନି ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରେହମାନ୍

September 10, 2026

ଭାଙ୍ଗିଲା ୬୫ ବର୍ଷର ଇତିହାସ: ଦୁଲୀପ ଟ୍ରଫିରେ ଇତିହାସ ରଚିଲେ ଇଶାନ କିଶାନ

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.