Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୫ ଓଭର ଖେଳାଯିବ ପ୍ରଥମ ଦିନିକିଆ: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଭାରତ
ଆଜିର ଖବର

୨୫ ଓଭର ଖେଳାଯିବ ପ୍ରଥମ ଦିନିକିଆ: ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ଭାରତ

June 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ହେବ ଛୋଟ ପରିବର୍ତ୍ତନ!: ଜାଣନ୍ତୁ ଟିମ୍ ଇଣ୍ଡିଆର ସମ୍ଭାବ୍ୟ ପ୍ଲେଇଂ ୧୧
ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଦିନିକିଆରେ ହେବ ଛୋଟ ପରିବର୍ତ୍ତନ!: ଜାଣନ୍ତୁ ଟିମ୍ ଇଣ୍ଡିଆର ସମ୍ଭାବ୍ୟ ପ୍ଲେଇଂ ୧୧

ନୂଆଦିଲ୍ଲୀ: ଧର୍ମଶାଳାରୁ ଏକ ଖୁସି ଖବର ଆସିଛି। ଦୀର୍ଘ ଅପେକ୍ଷା ପରେ ଶେଷରେ ମ୍ୟାଚ୍ ଆରମ୍ଭ ହେବା ସମ୍ପର୍କରେ ଅପଡେଟ୍ ଆସିଛି। ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ପ୍ରଥମ ଦିନିକିଆ ଏବେ ୨୫ ଓଭରରେ ଖେଳାଯିବ। ମ୍ୟାଚ୍ ର ନିୟମ ସମ୍ପୂର୍ଣ୍ଣ ପରିବର୍ତ୍ତନ ହୋଇଛି। ଭାରତ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମ୍ୟାଚ୍ ସନ୍ଧ୍ୟା ୫:୪୫ ରେ ଆରମ୍ଭ ହେବ।

Dharmshala IND Vs AFG 1st ODI India Vs Afghanistan 1st ODI Rohit Sharma Shubman Gill
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ଗଞ୍ଜାମର ମନ୍ତ୍ରୀ ଓ ବିଧାୟକ

November 5, 2026

ଅନ୍ତର୍ଜାତୀୟ ଫୁଟବଲରୁ ସନ୍ୟାସ ନେଲେ କ୍ରିଷ୍ଟିଆନୋ ରୋନାଲ୍ଡୋ

November 5, 2026

ବନ୍ୟା କ୍ଷୟକ୍ଷତି ଆକଳନ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍

November 5, 2026

ଶୀତଦିନେ ବଢିଯାଏ ହୃଦଘାତର ବିପଦ: ଜାଣନ୍ତୁ ଏହି ସମୟରେ ହୃଦୟକୁ କିପରି ରଖିବେ ସୁସ୍ଥ

November 5, 2026
Latest News

ବନ୍ୟା କ୍ଷୟକ୍ଷତି ଓ ପୁନରୁଦ୍ଧାର ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ଗଞ୍ଜାମର ମନ୍ତ୍ରୀ ଓ ବିଧାୟକ

November 5, 2026

ଅନ୍ତର୍ଜାତୀୟ ଫୁଟବଲରୁ ସନ୍ୟାସ ନେଲେ କ୍ରିଷ୍ଟିଆନୋ ରୋନାଲ୍ଡୋ

November 5, 2026

ବନ୍ୟା କ୍ଷୟକ୍ଷତି ଆକଳନ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦ୍ରୀୟ ଟିମ୍

November 5, 2026

ଶୀତଦିନେ ବଢିଯାଏ ହୃଦଘାତର ବିପଦ: ଜାଣନ୍ତୁ ଏହି ସମୟରେ ହୃଦୟକୁ କିପରି ରଖିବେ ସୁସ୍ଥ

November 5, 2026

ମୁଖ୍ୟମନ୍ତ୍ରୀ ଓ ଆଇନ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲା ବାଣପୁର ଓକିଲ ସଂଘ

November 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.