Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରକ୍ଷଣକୁ ନେଇ ବିଜେପି ଓ ସଂଘ ପରିବାରକୁ କଟାକ୍ଷ କଲେ ପ୍ରିୟଙ୍କା
ଆଜିର ଖବର

ଆରକ୍ଷଣକୁ ନେଇ ବିଜେପି ଓ ସଂଘ ପରିବାରକୁ କଟାକ୍ଷ କଲେ ପ୍ରିୟଙ୍କା

August 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କଂଗ୍ରେସ ମହାସଚିବ ତଥା ପୂର୍ବ ଉତ୍ତରପ୍ରଦେଶର ପ୍ରଭାରୀ ପ୍ରିୟଙ୍କା ଗାନ୍ଧି ଭଦ୍ରା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ ଓ ବିଜେପି ସରକାରକୁ ଟାର୍ଗେଟ କରିଛନ୍ତି । ମଙ୍ଗଳବାର ଏକ ଟୁଇଟ୍‌ ଜରିଆରେ ସେ ଆରକ୍ଷଣ ବିଷୟକୁ ନେଇ ସଂଘ ପରିବାରକୁ ଘେରିଛନ୍ତି ପ୍ରିୟଙ୍କା । ପ୍ରିୟଙ୍କା କହିଛନ୍ତି ଯେ, ଆରକ୍ଷଣ ବିଷୟକୁ ନେଇ ସଂଘ ପରିବାରର ଯୋଜନା ବିପଜ୍ଜନକ । ଯେଉଁ ସମୟରେ ବିଜେପି ସରକାର ଗୋଟିଏ ଗୋଟିଏ ଜନହିତକାରୀ ଆଇନର ଗଳାରୁଦ୍ଧ କରୁଛି ସେତେବେଳେ ଆରଏସଏସ୍‌ ଏବେ ଆରକ୍ଷଣକୁ ନେଇ ତର୍କ ଆରମ୍ଭ କରିବା କଥା ଉଠାଇଛି । ତର୍କ ବାହାନାରେ ଆରଏସ୍‌ଏସ୍‌ ଓ ବିଜେପି ଅସଲରେ ସାମାଜିକ ନ୍ୟାୟକୁ ଟାର୍ଗେଟ୍‌ କରୁଛନ୍ତି । ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ପ୍ରମୁଖ ମୋହନ ଭାଗବତ୍‌ ନିକଟରେ ଆରକ୍ଷଣକୁ ନେଇ ତର୍କ ହେବା ଜରୁରୀ ବୋଲି କହିଥିଲେ । ଯାହାକୁ ନେଇ ଏବେ ବିବାଦ ଦେଖାଯାଇଛି । ମୋହନଙ୍କ ଏହି ବୟାନକୁ ନେଇ ମଧ୍ୟ ବିହାରର ପୂର୍ବ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ମଧ୍ୟ ମୋହନ ଭାଗବତଙ୍କୁ କଟାକ୍ଷ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ପେନସନଭୋଗୀଙ୍କ କଲ୍ୟାଣ ସଂକ୍ରାନ୍ତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ଦୂରସଞ୍ଚାର ବିଭାଗର ସିଜିସିଏ

February 13, 2026

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026

ଓଡ଼ିଶାରେ ସମବାୟ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସମୀକ୍ଷା

February 13, 2026
Latest News

ପେନସନଭୋଗୀଙ୍କ କଲ୍ୟାଣ ସଂକ୍ରାନ୍ତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ଦୂରସଞ୍ଚାର ବିଭାଗର ସିଜିସିଏ

February 13, 2026

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026

ଓଡ଼ିଶାରେ ସମବାୟ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସମୀକ୍ଷା

February 13, 2026

ଆଜି ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.