Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟ ସମୀକ୍ଷା କଲେ ରାଜ୍ୟପାଳ
ଆଜିର ଖବର

ପୁରୀ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟ ସମୀକ୍ଷା କଲେ ରାଜ୍ୟପାଳ

June 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟ ସମୀକ୍ଷା କଲେ ରାଜ୍ୟପାଳ
ପୁରୀ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟ ସମୀକ୍ଷା କଲେ ରାଜ୍ୟପାଳ

ପୁରୀ: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟି ଆଜି ପୁରୀ ରେଳ ଷ୍ଟେସନର ନବୀକରଣ କାର୍ଯ୍ୟ ସମୀକ୍ଷା କରିଛନ୍ତି। ରାଜ୍ୟପାଳ ଷ୍ଟେସନ ପରିସରରେ ଚାଲିଥିବା ଉନ୍ନତିକରଣ କାମ ବୁଲି ଦେଖିବା ସହିତ ବିଭାଗୀୟ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କ ଅନୁରୋଧ କ୍ରମେ ରାଜ୍ୟପାଳ ଷ୍ଟେସନ ବିକାଶ କାମର ଅନୁଧ୍ୟାନ କରିଛନ୍ତି।

ମାର୍ଚ୍ଚ ୨୦୨୭ ସୁଦ୍ଧା ପୁରୀ ରେଳ ଷ୍ଟେସନର ସମସ୍ତ ଉନ୍ନତୀକରଣ କାମ ଶେଷହେବ ବୋଲି ରେଳ ଅଧିକାରୀମାନେ ରାଜ୍ୟପାଳଙ୍କୁ ସୂଚନା ଦେଇଛନ୍ତି। ପୁରୀକୁ ଆସୁଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରୁ ୭୦ରୁ ୮୦ ପ୍ରତିଶତ ଲୋକ ଟ୍ରେନ ଯୋଗେ ଆସୁଥିବାରୁ ଯଥାଶୀଘ୍ର ପୁରୀ ଷ୍ଟେସନର ନିର୍ମାଣ କାମ ସାରିବାକୁ ରାଜ୍ୟପାଳ ପରାମର୍ଶ ଦେଇଛନ୍ତି।

Puri ଡକ୍ଟର ହରିବାବୁ କମ୍ଭମପାଟି
Share. Facebook Twitter LinkedIn Email WhatsApp Copy Link

Related Posts

ଜମି ବିବାଦରୁ କାକାଙ୍କୁ ହତ୍ୟା ଅଭିଯୋଗ: ଦୁଇ ଅଭିଯୁକ୍ତ ଗିରଫ

August 19, 2026

ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା: ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ

August 19, 2026

ଘୋଷଣା ହେଲା ୪୭ତମ ଶାରଳା ପୁରସ୍କାର: ‘ବିଶ୍ବାସ ଦେ ପୃଥିବୀ’ ପାଇଁ ସମ୍ମାନିତ ହେବେ ଡ. ଆଶୁତୋଷ ପରିଡ଼ା

August 19, 2026

Online drivers protest: ମାଷ୍ଟରକ୍ୟାଣ୍ଟିନ୍‌ରେ ଅନ୍‌ଲାଇନ୍‌ ଚାଳକଙ୍କ ତାଣ୍ଡବ, ୧୫ରୁ ଅଧିକ ଗାଡ଼ି ଭଙ୍ଗାରୁଜା

August 19, 2026
Latest News

ବିଶ୍ୱକପରେ ଭାରତର ବୃହତ ବିଜୟ: ପୁଣି ପାକିସ୍ତାନକୁ ଚଟାଇଲା ଧୂଳି

August 19, 2026

ଜମି ବିବାଦରୁ କାକାଙ୍କୁ ହତ୍ୟା ଅଭିଯୋଗ: ଦୁଇ ଅଭିଯୁକ୍ତ ଗିରଫ

August 19, 2026

ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା: ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ

August 19, 2026

ଘୋଷଣା ହେଲା ୪୭ତମ ଶାରଳା ପୁରସ୍କାର: ‘ବିଶ୍ବାସ ଦେ ପୃଥିବୀ’ ପାଇଁ ସମ୍ମାନିତ ହେବେ ଡ. ଆଶୁତୋଷ ପରିଡ଼ା

August 19, 2026

Online drivers protest: ମାଷ୍ଟରକ୍ୟାଣ୍ଟିନ୍‌ରେ ଅନ୍‌ଲାଇନ୍‌ ଚାଳକଙ୍କ ତାଣ୍ଡବ, ୧୫ରୁ ଅଧିକ ଗାଡ଼ି ଭଙ୍ଗାରୁଜା

August 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.