Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓମାନ ଉପକୂଳରେ ବୁଡ଼ିଗଲା ଭାରତୀୟ ଜାହାଜ?: ୧୪ କ୍ରୁ ସଦସ୍ୟଙ୍କୁ ଉଦ୍ଧାର କଲା ଆମେରିକୀୟ ନୌସେନା
ଆଜିର ଖବର

ଓମାନ ଉପକୂଳରେ ବୁଡ଼ିଗଲା ଭାରତୀୟ ଜାହାଜ?: ୧୪ କ୍ରୁ ସଦସ୍ୟଙ୍କୁ ଉଦ୍ଧାର କଲା ଆମେରିକୀୟ ନୌସେନା

June 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓମାନ ଉପକୂଳରେ ବୁଡ଼ିଗଲା ଭାରତୀୟ ଜାହାଜ?: ୧୪ କ୍ରୁ ସଦସ୍ୟଙ୍କୁ ଉଦ୍ଧାର କଲା ଆମେରିକୀୟ ନୌସେନା
ଓମାନ ଉପକୂଳରେ ବୁଡ଼ିଗଲା ଭାରତୀୟ ଜାହାଜ?: ୧୪ କ୍ରୁ ସଦସ୍ୟଙ୍କୁ ଉଦ୍ଧାର କଲା ଆମେରିକୀୟ ନୌସେନା

ନୂଆଦିଲ୍ଲୀ: ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ଯୋଗୁଁ ହର୍ମୁଜ୍ ପ୍ରଣାଳୀରେ ପରିସ୍ଥିତି ଗମ୍ଭୀର ଥିବା ବେଳେ ଆଜି ଖବର ପ୍ରକାଶ ପାଇଛି ଯେ, ଭାରତୀୟ ପତାକାଯୁକ୍ତ ଜାହାଜ ‘ବିରାଟ’ ଓମାନ ଉପକୂଳରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ବୁଡ଼ିଯାଇଛି। ଏହି ଘଟଣା ପରେ ଓମାନ କର୍ତ୍ତୃପକ୍ଷ, ଆମେରିକୀୟ ନୌସେନା ଏବଂ ନିକଟବର୍ତ୍ତୀ ବାଣିଜ୍ୟିକ ଜାହାଜ ସହାୟତାରେ ଏକ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିଲା। ଏହି ଘଟଣା ଜୁନ୍ ୧୪ ତାରିଖ ସକାଳେ ଓମାନର ରାସ୍ ଅଲ୍ ହଦ୍ ଠାରୁ ପ୍ରାୟ ୮୦ ନଟିକାଲ୍ ମାଇଲ୍ ପୂର୍ବରେ ଘଟିଥିଲା। ‘ବିରାଟ’ ୧୪ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ ଯାଉଥିଲା।

oman Virat 1 Vessel Shrunk World News
Share. Facebook Twitter LinkedIn Email WhatsApp Copy Link

Related Posts

ଦିଦିଙ୍କ ହାତରୁ ଖସିବ କି ଟିଏମସି?: ଆସନ୍ତାକାଲି ପୃଥକ ଗୋଷ୍ଠୀ ଦାବି କରିବେ ବିଦ୍ରୋହୀ ସାଂସଦ

June 14, 2026

ପହିଲି ରଜରେ ସମଗ୍ର ବାଣପୁର ଅଞ୍ଚଳ ଚଳଚଞ୍ଚଳ: ରଜ ପାଳିଲେ ମା’ ଭଗବତୀ

June 14, 2026

ପୁରୀ ରେଳ ଷ୍ଟେସନରେ ନିରାପତ୍ତା ସମ୍ବନ୍ଧୀୟ ର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

June 14, 2026

ଆଜି ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ଥାନ ମହାଲଢେଇ: ପରିସଂଖ୍ୟାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 14, 2026
Latest News

ଓମାନ ଉପକୂଳରେ ବୁଡ଼ିଗଲା ଭାରତୀୟ ଜାହାଜ?: ୧୪ କ୍ରୁ ସଦସ୍ୟଙ୍କୁ ଉଦ୍ଧାର କଲା ଆମେରିକୀୟ ନୌସେନା

June 14, 2026

ଦିଦିଙ୍କ ହାତରୁ ଖସିବ କି ଟିଏମସି?: ଆସନ୍ତାକାଲି ପୃଥକ ଗୋଷ୍ଠୀ ଦାବି କରିବେ ବିଦ୍ରୋହୀ ସାଂସଦ

June 14, 2026

ପହିଲି ରଜରେ ସମଗ୍ର ବାଣପୁର ଅଞ୍ଚଳ ଚଳଚଞ୍ଚଳ: ରଜ ପାଳିଲେ ମା’ ଭଗବତୀ

June 14, 2026

ପୁରୀ ରେଳ ଷ୍ଟେସନରେ ନିରାପତ୍ତା ସମ୍ବନ୍ଧୀୟ ର୍ଯ୍ୟ ଯୋଗୁଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

June 14, 2026

ଆଜି ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ଥାନ ମହାଲଢେଇ: ପରିସଂଖ୍ୟାନ ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.