Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁତୁରାଙ୍କ ବ୍ୟବସାୟ ସହିତ ମୋର କୌଣସି ସମ୍ବନ୍ଧ ନାହିଁ : କମଲ ନାଥ
ଆଜିର ଖବର

ପୁତୁରାଙ୍କ ବ୍ୟବସାୟ ସହିତ ମୋର କୌଣସି ସମ୍ବନ୍ଧ ନାହିଁ : କମଲ ନାଥ

August 20, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
obc quota extended to 27 % in mp
obc quota extended to 27 % in mp

ବ୍ୟବସାୟୀ ତଥା ନିଜ ପୁତୁରା ରତୁଲ୍‌ ପୁରୀଙ୍କ ଗିରଫଦାରୀ ପରେ ମୁହଁ ଖୋଲିଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ । ରତୁଲ ପୁରୀଙ୍କ ବ୍ୟବସାୟ ସହିତ ତାଙ୍କର କୌଣସି ସମ୍ବନ୍ଧ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି କମଲ ନାଥ । ମଙ୍ଗଳବାର ରତୁଲ୍‌ ପୁରୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ବାରା ଗିରଫ ହୋଇଥିଲା । ରତୁଲ୍‌ ପୁରୀ ଅଗଷ୍ଟା ଓ୍ବେଷ୍ଟଲ୍ୟାଣ୍ଡ ମାମଲାର ସିହ ଅଭିଯୁକ୍ତ ରହିଥିବା ବେଳେ ସେଣ୍ଟ୍ରାଲ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପକ୍ଷରୁ କରାଯାଇଥିବା ଅଭିଯୋଗ ଅନୁସାରେ ତାଙ୍କୁ ଇଡି ଗିରଫ କରିଛି । କମଲନାଥ କହିଛନ୍ତି, ‘ମୋର ରତୁଲଙ୍କ କମ୍ପାନୀରେ କୌଣସି ଅଂଶଧନ ନାହିଁ କିମ୍ବା ମୁଁ ନିର୍ଦ୍ଦେଶକ ପଦବୀରେ ନାହିଁ’ । ଗଣମାଧ୍ୟମ କେବଳ ଏପରି ଭୁଲ୍‌ ଖବର ପ୍ରକାଶ କରୁଛି । ନ୍ୟାୟିକ ବ୍ୟବସ୍ଥା ଉପରେ ମୋର ଭରସା ରହିଛି ଏବଂ ରତୁଲ୍‌ଙ୍କୁ ନ୍ୟାୟ ମିଳିବ ବୋଲି କହିଛନ୍ତି କମଲ ନାଥ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜାନୁୟାରୀ ୨୪ ତାରିଖ ଶନିବାରରେ ଆଠଟି ରାଶି ପାଇଁ ରହିଛି ଭଲ ଖବର

January 24, 2026

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026
Latest News

ଆଜି ଜାନୁୟାରୀ ୨୪ ତାରିଖ ଶନିବାରରେ ଆଠଟି ରାଶି ପାଇଁ ରହିଛି ଭଲ ଖବର

January 24, 2026

Mukteswar Dance Festival: ଆରମ୍ଭ ହେଲା ମୁକ୍ତେଶ୍ଵର ନୃତ୍ୟ ଉତ୍ସବ, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

January 23, 2026

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.